ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଭବାନୀପାଟଣା ଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା ତା୬.୨.୨୦୨୩ // ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିଳାଷ ଜି ଙ୍କ ଯୁଗ୍ମ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଶାନ୍ତ କୁମାର ପଟେଲ,ଉପ ଜିଲ୍ଲାପାଳ, ଭବାନୀପାଟଣା ଡ ବିଶ୍ୱଜିତ୍ ଦାସ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଏହି ଜନ ଶୁଣାଣି ଶିବିରରେ ମୋଟ୧୫୪ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୩୬ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୮ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୮ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।

ମସିହା ନିଉଜ ସର୍ଭିସ୍ 

Related posts

ଭାଲୁ ଆକ୍ରମଣରେ ୩ ଗୁରୁତର

Sunil Chandra Nayak

ବାଘ ଆତଙ୍କ, 15 ମେଣ୍ଢା କୁ ମାରିଲା କଲରା ପତରିଆ ବାଘ

Sunil Chandra Nayak

କଳାହାଣ୍ଡି ଉତ୍ସବ ଅବସର ରେ ଦୃତ ସାଇକେଲ ଚାଳନା ପ୍ରତଯୋଗୀତା 

masiha

Leave a Comment

error: Content is protected !!