ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ରାଜନୀତି

ବିକ୍ରମ ଦେବ କଲେଜକୁ ବିଶ୍ଵବିଦ୍ୟାଳୟର ମାନ୍ୟତା ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ କୋରାପୁଟ ଜନ ଉପ ସଭାପତି ହିମାଂଶୁ ଜେନା

ନବରଙ୍ଗପୁର୍— (ମସିହା) ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ କ୍ରମେ ବିକ୍ରମଦେବ କଲେଜକୁ ବିଶ୍ଵବିଦ୍ୟାଳୟର ମାନ୍ୟତା ପ୍ରଦାନ କରାଯାଇଛି ଏହି ନିଷ୍ପତି ଅବସରରେ ଅଭିଭକ୍ତ କୋରାପୁଟ ଜିଲ୍ଲା ସମେତ ଦକ୍ଷିଣ ଓଡ଼ିଶା ଛାତ୍ରଛାତ୍ରୀ ମାନେ ଉତ୍ସାହିତ ହୋଇଛନ୍ତି ଏବଂ ଏହି ପଦକ୍ଷେପ ନିଶ୍ଚିତ ଭାବେ ଛାତ୍ରଛାତ୍ରୀ ମାନଙ୍କ ପ୍ରତି ଶିକ୍ଷା କ୍ଷେତ୍ରରେ ଏକ ନୂତନ ସୁଯୋଗ ଏବଂ ନୂତନ ସମ୍ଭାବନା ସୃଷ୍ଟି କରିବ। ତତ୍ ସହିତ ଅବିଭକ୍ତ କୋରାପୁଟ ଜିଲ୍ଲାର ଶିକ୍ଷା କ୍ଷେତ୍ରରେ ଏକ ଅଭୂତ ପୂର୍ବକ ମାଇଲ ଷ୍ଟୋନ ସୃଷ୍ଟି କରିଛି।ଏହି ଅବସରରେ ବିଜୁ ଛାତ୍ର ଜନତା ଦଳର କୋରାପୁଟ ଜନ ଉପ ସଭାପତି ହିମାଂଶୁ ଜେନା ଅବିଭକ୍ତ କୋରାପୁଟ ଜିଲ୍ଲାର ବିକ୍ରମଦେବ କଲେଜକୁ ବିଶ୍ବିଦ୍ୟାଳୟର ମାନ୍ୟତା ପ୍ରଦାନ କରିବା ପରିପ୍ରେକ୍ଷୀରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅଶେଷ ଅଶେଷ ଧନ୍ୟବାଦ୍ ଓ କୃତଜ୍ଞତା ଜ୍ଞାପନ କରିବା ସହ ନିଜ ପ୍ରତିକ୍ରିୟାରେ କହିଛନ୍ତି ଯେ ଏହା ନିଶ୍ଚିତ ଭାବେ ଏକ ଐତିହାସିକ ସମୟୋଚିତ ପଦକ୍ଷେପ। ଆଗାମୀ ଦିନରେ ରାଜ୍ୟରେ ଅଭିଭକ୍ତ କୋରାପୁଟ ଜିଲ୍ଲା ସମେତ ଦକ୍ଷିଣ ଓଡ଼ିଶା ଛାତ୍ରଛାତ୍ରୀ ମାନଙ୍କୁ ଶିକ୍ଷା କ୍ଷେତ୍ରରେ ଏହା ନିଶ୍ଚିତ ଉତ୍ସାହ ପ୍ରଦାନ କରିବ ।ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଏହି ଯୁଗାନ୍ତକାରୀ ନିଷ୍ପତିକୁ ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ସ୍ୱାଗତ ଜଣାଉଛି। ତତ୍ ସହିତ ଏହି ପରିପ୍ରେକ୍ଷୀରେ ସେ ନିଜ ପ୍ରତିକ୍ରିୟାରେ ବିକ୍ରମଦେବ ଶିକ୍ଷାନୁଷ୍ଠାନର ସମସ୍ତ ଶିକ୍ଷକ,କର୍ମଚାରୀ ସମେତ ସମସ୍ତ ଛାତ୍ରଛାତ୍ରୀ ମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ୍ ମସିହା ନିୟୁଜ୍ 

Related posts

ରାଜ୍ୟ ସରକାରଙ୍କ ଦୁର୍ନୀତି ବିରୋଧରେ ଆର ଆଇ ଅଫିସ ଆଗରେ ବିକ୍ଷୋଭ ଓ ଦାବିପତ୍ର ଦେଲେ ଭାଜପା ନେତା

masiha

ସରକାର ଲୋକଙ୍କ ସହ ବିଶ୍ୱାସଘାତକତା କରିଛନ୍ତି : ସମ୍ବିତ ପାତ୍ର

Sunil Chandra Nayak

ଯାମଦା ରେ ବିଜେଡ଼ିର ବ୍ଳକ ସ୍ତରୀୟ ବୈଠକ

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort