ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରାଇରଙ୍ଗପୁର ଠାରେ ଉପଖଣ୍ଡ ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର

ମୟୂରଭଞ୍ଜ :ତା 13-02-2023ରିଖ (ମସିହା). ଆଜି ବାମନଘାଟି ଉପଖଣ୍ଡ ସଦର ମହକୁମା ରାଇରଙ୍ଗପୁର ଠାରେ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ରେ ଏକ ଯୁଗ୍ମ ଜନ ଶୁଣାଣି ଅଭିଯୋଗ ଶିବିର ଅନୁଷ୍ଠିତ ହୋଇ ଯାଇଛି. ବାମନଘାଟି ଉପଜିଲ୍ଲାପାଳ ଶ୍ରୀଯୁକ୍ତ ସରୋଜ କୁମାର ଦାଶ ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱl ବଧାନ ରେ ଆୟୋଜିତ ତଥା ମୟୁରଭଞ୍ଜ ଜିଲ୍ଲପାଳ ଶ୍ରୀଯୁକ୍ତ ବିନୀତ ଭରଦ୍ୱାଜ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଉକ୍ତ ଶିବିର ରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଋଷିକେଶ ଦ୍ୟାନ ଦେଓ ଖିଲାରୀ , ରାଇରଙ୍ଗପୁର ଅତିରିକ୍ତ ଜିଲ୍ଲାପାଳ ତଥା ରାଇରଙ୍ଗପୁର ସମ୍ୱନ୍ୱିତ ଆଦିବାସୀ ଉନ୍ନୟନ ପ୍ରକଳ୍ପ ପ୍ରଶାସକ ଶ୍ରୀ ହେମନ୍ତ କୁମାର ସିଂ, ରାଇରଙ୍ଗପୁର ଉପଖଣ୍ଡ ଆରକ୍ଷୀ ଅଧିକାରୀ ଶ୍ରୀ ଗୋକୁଳା ନନ୍ଦ ସାହୁ ଓ ଉପଖଣ୍ଡ ଚିକିତ୍ସା ଅଧିକାରୀ ଶ୍ରୀ ପ୍ରମୋଦ କୁମାର ସାହୁ ପ୍ରମୁଖ ଯୋଗ ଦେଇଥିଲେ .ପ୍ରାରମ୍ଭ ରେ ଜିଲ୍ଲାପାଳ ଜନସାଧାରଣ ଙ୍କ ଠାରୁ ଆସୁଥିବା ଆପତ୍ତି ଅଭିଯୋଗ ଗୁଡିକର ସମାଧାନ ତ୍ୱରିତ ପ୍ରକ୍ରିୟା ରେ ସମ୍ପନ୍ନ କରିବା ପାଇଁ ଉପସ୍ଥିତ ସମସ୍ତ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ. ଆଜିର ଏହି ଶିବିର ରେ ଜନସାଧାରଣ ଙ୍କ ଠାରୁ ମୋଟ 84 ଟି ଅଭିଯୋଗ ପତ୍ର ଗ୍ରହଣ ହୋଇଥିବା ବେଳେ 55 ଟି ବ୍ୟକ୍ତିଗତ ସମସ୍ୟା ଭିତ୍ତିକ ଏବଂ 29 ଟି ଗ୍ରାମବାସୀ ଙ୍କ ବିଭିନ୍ନ ସମସ୍ୟା ଭିତ୍ତିକ ସାମୁହିକ ଅଭିଯୋଗ ଥିଲା. ଗ୍ରହଣ ହୋଇଥିବା ଆପତ୍ତି ଅଭିଯୋଗ ମଧ୍ୟରୁ 5 ଟି ଅଭିଯୋଗ ର ତତ୍କାଳ ସମାଧାନ କରାଯାଇଥିଲା ଏବଂ ସହାୟତା ରାଶି ପ୍ରଦାନ ପାଇଁ ଆସିଥିବା ଗୋଟିଏ ଅଭିଯୋଗ ର ଗୁରୁତ୍ୱ ଓ ପରିସ୍ଥିତି କୁ ବିଚାର କରି ଆବେଦନକାରି ଜଣକୁ 10 ହଜାର ଟଙ୍କା ଟଙ୍କା ସହାୟତା ରାଶି ଜିଲ୍ଲା ରେଡ଼କ୍ରସ ପାଣ୍ଠି ରୁ ଜିଲ୍ଲାପାଳ ମଂଜୁର କରିଛନ୍ତି. ଅନ୍ୟାନ୍ୟ ଆପତ୍ତି ଅଭିଯୋଗ ଗୁଡିକର ବିଷୟ ପ୍ରସଙ୍ଗ ଉପରେ ସବିଶେଷ ତଦନ୍ତ କରି ଅନୁଧ୍ୟାନ ପୂର୍ବକ ବିହିତ କାର୍ଯ୍ୟାନୁଷ୍ଠାନ ନେବା ସହ ତ୍ୱରିତ ପ୍ରକ୍ରିୟା ରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦେଶ ଦେଇଥିଲେ. ଅନୁଷ୍ଠିତ ଉକ୍ତ ବୈଠକ ରେ ବାମନଘାଟି ଉପଖଣ୍ଡ ଅଧିନସ୍ଥ ସମସ୍ତ ଉପଖଣ୍ଡ ସ୍ତରୀୟ ବିଭାଗୀୟ ଅଧିକାରୀ, ରାଇରଙ୍ଗପୁର ପୌରପାଳିକା ର କାର୍ଯ୍ୟନିର୍ବାହୀ ଅଧିକାରୀ,ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର,ଗୋଷ୍ଠୀ ଶିକ୍ଷା ଅଧିକାରୀ, ବିଭିନ୍ନ ଲାଇନ ବିଭାଗ ର ଅଧିକାରୀ ପ୍ରମୁଖ ଉପସ୍ଥିତ ଥିବା ବେଳେ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ର କର୍ମଚାରୀ ମାନଙ୍କ ଦ୍ୱାରା ଶିବିର କାର୍ଯ୍ୟକ୍ରମ ପରିଚାଳନା କରାଯାଇଥିଲା।

ମୟୂରଭଞ୍ଜ ରୁ ଅକ୍ଷୟ ବିଶ୍ବାଳ ଙ୍କ ରିପୋର୍ଟ 

Related posts

କେଲିଆ ଶୈବପୀଠ ରେ ହିନ୍ଦୁ ମହାସଂଘର ଧର୍ମସଭା 

masiha

ଜାମଶୂଳୀ କଲେଜରେ ନୂଆ -ଓ ” ଓଡ଼ିଆ ସାହିତ୍ୟ ପ୍ରତିଯୋଗୀତା ” ର ଉଦଯାପନୀ ଉତ୍ସବ 

masiha

ରାୟଗଡ଼ା ରେ ସମାଜ ସେବୀ ତଥା ସ୍ଵାଧିନତା ସଂଗ୍ରାମୀ ମା ପାର୍ବତୀ ଗିରି ଙ୍କ ଜନ୍ମ ଜୟନ୍ତୀ ପାଳନ

Sunil Chandra Nayak

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort