ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟରେ ସ୍ବାସ୍ଥ୍ୟ ସଂପର୍କୀତ କାର୍ଯ୍ୟକ୍ରମ

ରାଉରକେଲା/ ରାଉରକେଲା ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟ ଆଲୁମନି ଆସୋସିଏସନ୍ ତରଫରୁ ମହାବିଦ୍ୟାଳୟର ହଷ୍ଟେଲ ନମ୍ବର ୩ ଠାରେ ରହୁଥିବା ଅନ୍ତେବାସୀନି ମାନଙ୍କ ମଧ୍ୟରେ ସ୍ବାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ ସହ ଡାକ୍ତରଙ୍କ ସହ ଭାବବିନିମୟ କାର୍ଯ୍ୟକ୍ରମ କରାଯାଇଥିଲା । ଆଲୁମନି ଆସୋସିଏସନ୍ ର ଆବାହକ ଆଇନଜୀବୀ ଗିରିଶ ମହାପାତ୍ରଙ୍କ ଆବାହକତ୍ବ ଓ ପରିଚାଳନା କମିଟିର ଅଧ୍ୟକ୍ଷ ଡଃ ସମର ମୁଦାଲି ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଡାକ୍ତର ସୁଧାରାଣୀ ପ୍ରଧାନ ଓ ଡାକ୍ତର ସୁନିତା ସାମଲ ଯୋଗଦେଇ ଅନ୍ତେବାସୀ ମାନଙ୍କ ସହ ଭାବବିନିମୟ ସହ ସ୍ବାସ୍ଥ୍ୟ ସଂପର୍କୀତ ବିଭିନ୍ନ ପ୍ରଶ୍ନର ଉତ୍ତର ଦେବାସହ ପରୀକ୍ଷା କରିଥିଲେ । ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟ ର ଅଧ୍ୟକ୍ଷ ଡଃ ବିଜୟ କୁମାର ବେହେରା, ହଷ୍ଟେଲ ସୁପରିଟେଣ୍ଡେଣ୍ଟ ଅଧ୍ୟାପକ ପ୍ରଦୀପ ଖେସ , ସହ ସୁପରିଟେଣ୍ଡେଣ୍ଟ ଅନିତା ଜୈନ , ଅଧ୍ୟାପିକା ଡଃ ପ୍ରେମଲତା ଖଣ୍ଡୁଆଳ ପ୍ରମୁଖ ଉପସ୍ଥିତ ଥିଲେ । ଶେଷରେ ଆବାହକ ଶ୍ରୀ ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ ।

ରାଉରକେଲା ରୁ କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ 

Related posts

ନିଆଁ ଲାଗି ଧାନଗଦା ନଷ୍ଟ

Sunil Chandra Nayak

ପ୍ରବଳ ଜାଡ଼ରେ ଥରୁଛି ଲାଞ୍ଜିଗଡ଼ ବ୍ଲକ

Sunil Chandra Nayak

ନୂତନ କୃଷି ସମବାୟ ସମିତି ଶାଖା (ପେକ୍ସ) ଖୋଲିବା ପାଇଁ ଆଜି ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ

Sunil Chandra Nayak

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort