ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଭୀମକେଲା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ପାଳନ

ନର୍ଲା (ମନିସ) ନର୍ଲା ବ୍ଳକ ଅନ୍ତର୍ଗତ ଭୀମକେଲା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ମହାସମାରୋହରେ ପାଳିତ ହୋଇଛି। ଫେବୃଆରୀ ୧୪ ଓ ୧୫ ତାରିଖ ଦୁଇ ଦିନ ଧରି ବିଭିନ୍ନ କାର୍ଯ୍ୟକ୍ରମ ଓ ଅତିଥିମାନଙ୍କ ଆଗମନ ହୋଇଥିଲା। ପ୍ରଥମ ଦିବସରେ ଗ୍ରାମର ଇଷ୍ଟଦେବତା ରାମେଶ୍ଵର ମହାଦେବ ପୀଠରୁ ମଶାଳଯାତ୍ରା ହୋଇ ବିଦ୍ୟାଳୟ ପରିସରରେ ସ୍ଥାପିତ ହୋଇଥିଲା। ପ୍ରଥମ ଦିବସରେ ବିଦ୍ୟାଳୟ ଛାତ୍ରଛାତ୍ରୀମାନଙ୍କୁ ନେଇ ଖେଳକୁଦ ହୋଇଥିଲା। ଦ୍ଵିତୀୟ ଦିବସରେ ପୁରସ୍କାର ବିତରଣ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ କଳାହାଣ୍ଡି ସାଂସଦ ବସନ୍ତ କୁମାର ପଣ୍ଡା , ସମ୍ମାନିତ ଅତିଥି ଭାବେ ନର୍ଲା ବ୍ଳକ ଉପାଧ୍ୟକ୍ଷ ଦୂର୍ଗା ପ୍ରସାଦ ମହାନ୍ତି, ନର୍ଲା ଗୋଷ୍ଠୀ ଶିକ୍ଷା ଅଧିକାରୀ ତପିମଣି ଜାନୀ, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଗୋବର୍ଦ୍ଧନ ମାଝୀ ,ଭୀମକେଲା ସରପଂଚ ଜାନକୀ ଗଉଡ, ସମିତି ସଭ୍ୟା ସୁମିତ୍ରା ମାଝୀ, ଶାନ୍ତି ନାନୀ ଉପସ୍ଥିତ ଥିଲେ। ବିଦ୍ୟାଳୟର ପ୍ରାଣପ୍ରତିଷ୍ଠାତା ସ୍ଵର୍ଗତ ଭଗବାନ ଦାଶଙ୍କ ଗୁଣଗାନ କରି ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା। ବିଦ୍ୟାଳୟ ପ୍ରଧାନ ଶିକ୍ଷକ କିଶୋର ଚନ୍ଦ୍ର ଭୋଇ ବିଦ୍ୟାଳୟର ବିବରଣୀ ପଠନ କରିଥିଲେ। ବିଦ୍ୟାଳୟର ପୂର୍ବତନ ଶିକ୍ଷକ ଓ ଶିକ୍ଷୟିତ୍ରୀ ମାନଙ୍କୁ ମାନପତ୍ର ଓ ଉପଢ଼ୌକନ ଦେଇ ଅତିଥିଗଣ ସମ୍ମାନିତ କରିଥିଲେ। ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ଦେବଦତ୍ତ ମିଶ୍ର ମଞ୍ଚ ପରିଚାଳନା କରିଥିବା ବେଳେ ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା। ଶେଷରେ କୁନି କୁନି ଛାତ୍ରଛାତ୍ରୀମାନେ ନାଚ, ଗୀତ ମାଧ୍ୟମରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ପ୍ରଧାନ ଶିକ୍ଷକ କିଶୋର ଚନ୍ଦ୍ର ଭୋଇ ଶେଷରେ ଧନ୍ୟବାଦ ଅର୍ପଣ କରି ଉତ୍ସବ ସଭା ସାଙ୍ଗ କରିଥିଲେ।

ପ୍ରଦୀପ କୁମାର ଗଉଡ ନର୍ଲା ମସୀହା ପ୍ରତିନିଧି

Related posts

OMC ଦ୍ଵାରା ଖୋଲା ଯାଇଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରବେଶିକା ପରୀକ୍ଷାରେ ଅଞ୍ଚଳର ଛାତ୍ର ଛାତ୍ରୀ ମାନଙ୍କୁ ଉପେକ୍ଷା ବିରୁଦ୍ଧ ରେ ଅଞ୍ଚଳ ବାସି ଙ୍କ  ବିକ୍ଷୋଭ ପଦର୍ଶନ

Sunil Chandra Nayak

ଧର୍ମଗଡ଼ ବିଧାୟକଙ୍କ ଜନ୍ମ ଦିନ ଅବସରରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜନ

masiha

ଚକ୍ରଧରପୁର ରେଳବାଇ ଡିଆରଏମଙ୍କ ବକ୍ତବ୍ୟକୁ ରାଉରକେଲା ବିକାଶ ମଞ୍ଚର ବିରୋଧ

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort