ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ତେରେସିଂହା ରେ ଆର୍ଥିକ ସ୍ଵାକ୍ଷରତା ଶିବିର

କର୍ଲାମୁଣ୍ଡା: କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହା ଗ୍ରାମର ଅଙ୍ଗନୱାଡି କେନ୍ଦ୍ର ଠାରେ ଆର୍ଥିକ ସ୍ଵାକ୍ଷରତା ସଚେତନା ଶିବିର ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି l ଉତ୍କଳ ଗ୍ରାମୀଣ ବ୍ୟାଙ୍କ ତେରେସିଂହା ଶାଖା ପକ୍ଷରୁ ଆୟୋଜିତ ଶିବିରରେ ଶାଖା ପରିଚାଳକ ଦିନମଣି ନାଏକ ଉପସ୍ଥିତ ରହି ବ୍ୟାଙ୍କର ପ୍ରଧାନମନ୍ତ୍ରୀ ଜୀବନ ଜ୍ୟୋତି ବୀମା ଯୋଜନା, ପ୍ରଧାନମନ୍ତ୍ରୀ ସୁରକ୍ଷା ବୀମା ଯୋଜନା, ଅଟଳ ପେନସନ ଯୋଜନା ଓ ବିଭିନ୍ନ ଯୋଜନା ସମ୍ପର୍କରେ ଉପସ୍ଥିତ ସଦସ୍ୟାମାନଙ୍କୁ ଅବଗତ କରାଇଥିଲେ l ଏଥିରେ ଗ୍ରାମର ସ୍ଵୟଂ ସହାୟିକା ଗୋଷ୍ଠୀର ସଦସ୍ୟା ମାନେ ଯୋଗ ଦେଇଥିବା ବେଳେ ବ୍ୟାଙ୍କ କ୍ୟାସିୟର ରବିନ୍ଦ୍ର ବାର୍ଲା, ସୁଶାନ୍ତ ରଣା ପ୍ରମୁଖ ବିଭିନ୍ନ କାର୍ଯ୍ୟରେ ସହଯୋଗ କରିଥିଲେ l

କର୍ଲାମୁଣ୍ଡାରୁ ସୁଶାନ୍ତ ରଣାଙ୍କ ରିପୋର୍ଟ, ମସୀହା

Related posts

ସମ୍ମାନିତ ଉତ୍ସବ ଏବଂ ରକ୍ତଦାନ ଶିବିର ଅନୁଷ୍ଠିତ , ବିଷ୍ଣୁ ଚରଣ ସ୍ୱାଇଁ ସମ୍ମାନିତ 

masiha

ଜିଲ୍ଲା ଯୋଗାସନ ସଂଘ ଆନୁକୁଲ୍ୟରେ ଜିଲ୍ଲା ସ୍ତରୀୟ ଯୋଗାସନ ପ୍ରତିଯୋଗିତା ଅନୁଷ୍ଠିତ

Sunil Chandra Nayak

ପାନପୋଷ ସହରାଞ୍ଚଳ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ରୋଗୀ କଲ୍ୟାଣ ସମିତିର ପରିଚାଳନା ପରିଷଦ ବୈଠକ ଅନୁଷ୍ଠିତ

masiha

Leave a Comment

error: Content is protected !!