ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ରାଜନୀତି

ବିଜେପି ଯୁବମୋର୍ଚ୍ଚା ର ବିଧାନ ସଭା ଘେରଉ ପାଇଁ ପ୍ରସ୍ତୁତି ବୈଠକ

ଢେ଼ଙ୍କାନାଳ ଯୋରନ୍ଦା ଠାରେ ଜିଲ୍ଲା ଯୁବମୋର୍ଚ୍ଚା ସଭାପତି  ଏମ୍ ଜେ ମହିମା ଙ୍କ ନେତୃତ୍ୱରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ସୂଚନା ଅନୁସାରେ ରାଜ୍ୟ ର ବିପର୍ଯ୍ୟସ୍ତ ଆଇନ ବ୍ୟବସ୍ଥା ଓ କୁ ଶାସନ ବିରୋଧରେ ଆସନ୍ତା ୨୮ତାରିଖରେ ଭୁବନେଶ୍ୱର ଠାରେ ହେବାକୁ ଥିବା ବିଧାନସଭା ଘେରାଉ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଗତ କାଲି ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । ଯୋରନ୍ଦା ଠାରେ ଅନୁଷ୍ଠିତ ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ସିଦ୍ଧାର୍ଥ ଶଙ୍କର ସାମଲ , ଧର୍ମାନନ୍ଦ ରାଉତ,କାରଣ ବେହେରା, ବିରଞ୍ଚି ସାହୁ , ଚିତ ରଞ୍ଜନ ରାଉତ ଓ ଦଳର ଅନ୍ୟ ସଦସ୍ୟ ମାନେ ଯୋଗ ଦେଇଥିଲେ

ରିପୋଟର୍ ଧର୍ମେନ୍ଦ୍ର କୁମାର ପରିଡ଼ା

Related posts

ସଂସଦରେ ରାହୁଲ ଗାନ୍ଧୀଙ୍କ ହିନ୍ଦୁ ବିରୋଧୀ ମନ୍ତବ୍ୟ ନେଇ ରାଇରଙ୍ଗପୁରରେ ବିଜେପି ଯୁବମୋର୍ଚ୍ଚା ତରଫରୁ ପ୍ରତିବାଦ 

masiha

ଦିଗପହଣ୍ଡି ବିଧାନସଭା ପାଇଁ କଂଗ୍ରେସ ର ପ୍ରାର୍ଥୀ ସାକା ସୁଜିତ ଙ୍କ ନାମାଙ୍କନ ପତ୍ର ଦାଖଲ 

masiha

ବନ୍ଧମୁଣ୍ଡାରେ ଭାଜପା ପ୍ରତିଷ୍ଠା ଦିବସରେ ସେବା କାର୍ଯ୍ୟକ୍ରମ ଓ ମିଷ୍ଟାନ୍ନ ବଣ୍ଟନ 

Sunil Chandra Nayak

Leave a Comment

error: Content is protected !!