ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ସରକାର ଙ୍କ ଉପରେ ତାତିଲେ : ବାଣପୁର ବ୍ଲକ ଶାଖା ଡ୍ରାଇଭର ମହାସଙ୍ଘ

ବାଣପୁର:- ସରକାର ଙ୍କ ଉପରେ ତାତିଲେ ବାଣପୁର ବ୍ଲକ ଶାଖା ଡ୍ରାଇଭର ମହାସଙ୍ଘ ! ଓଡ଼ିଶା ଡ୍ରାଇଭର ମହାସଂଘ ପକ୍ଷରୁ ଆସନ୍ତା ୧୫ ତାରିଖରେ ହେବାକୁ ଯାଉଥିବା ଷ୍ଟେରିଙ୍ଗ ଛାଡ୍ ଓଡ଼ିଶା ଅନ୍ଧାର ଆନ୍ଦୋଳନ ପାଇଁ ଓଡ଼ିଶାର ସମସ୍ତ ଜିଲ୍ଲା, ବ୍ଲକ, ପଞ୍ଚାୟତ ରେ ଡ୍ରାଇଭର ସଂଘର ସାଧାରଣ ବୈଠକ ଚାଲିଥିବା ବେଳେ ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଶାଖା ଡ୍ରାଇଭର ମହାସଂଘ ପକ୍ଷରୁ ତୁମୁରାପୁଟ ଗ୍ରାମ ପଞ୍ଚାୟତର ବାଲୁଙ୍କେଶ୍ୱର ମନ୍ଦିର ପରିସରରେ ଡ୍ରାଇଭର ମହାସଙ୍ଘର ତୁମୁରାପୁଟ ପଞ୍ଚାୟତ ସଭାପତି ସୁରେଶ ଚନ୍ଦ୍ର ବେହେରାଙ୍କ ସଭାପତିତ୍ଵ ରେ ଏକ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଅଛି। ଏହି ବୈଠକରେ ବାଣପୁର ବ୍ଲକ ଶାଖା ଡ୍ରାଇଭର ମହାସଂଘ ସଭାପତି ବନମାଳୀ ବେହେରା, ବ୍ଲକ ଉପସଭାପତି ସେକ୍ ଶୈକତ, ବ୍ଲକ ସମ୍ପାଦକ ବେଣୁଧର ମୁଦୁଲି ଙ୍କ ସମେତ ବାଲୁଗାଁ ବାଣପୁର ଅଞ୍ଚଳର ସଂଘର ସମସ୍ତ ମେମ୍ଭର ଉପସ୍ଥିତ ଥିଲେ। ଏହି ବୈଠକରେ ଆଲୋଚନା ହେଲା ଯେ ବିଗତଦିନ ତଳେ ଓଡିଶା ଡ୍ରାଇଭର ମହାସଂଘ ପକ୍ଷରୁ ସରକାରଙ୍କୁ ଦାବି ଜଣାଇଥିବା ବିଷୟ ଆଲୋଚନା କରିଥିଲେ । ସରକାର ଡ୍ରାଇଭର ସଂଘର ଦାବିପତ୍ର କୁ ପ୍ରତ୍ୟାହାର କରିବା ସହ ମିଛ ପ୍ରତିଶ୍ରୁତି ଦେଇଥିବାରୁ ଆସନ୍ତା ୧୫ ତାରିଖ ଦିନ ଓଡ଼ିଶା ଡ୍ରାଇଭର ମହାସଂଘ ପକ୍ଷରୁ “ଷ୍ଟେରିଙ୍ଗ ଛାଡ୍ ଓଡ଼ିଶା ଅନ୍ଧାର” ଆନ୍ଦୋଳନ ଦେବ ବୋଲି ଓଡ଼ିଶା ଡ୍ରାଇଭର ମହାସଂଘର ସମସ୍ତ ସଦସ୍ୟ କହିଛନ୍ତି।।

ବାଣପୁର ରୁ ରାକେଶ ସାହୁଙ୍କ ରିପୋର୍ଟ ମସୀହା ନିୟୁଜ

Related posts

କଳାହାଣ୍ଡି ଜିଲ୍ଲା ଯୋଗାଣ ବିଭାଗର ତୃଟିପୂର୍ଣ୍ଣ ନିଷ୍ପତ୍ତି ଯୋଗୁଁ ପରିବହନ କ୍ଷତି ସହୁଛି ଯୋଗାଣ ନିଗମ 

ରାଇରଙ୍ଗପୁରସ୍ଥ ରାଷ୍ଟ୍ରପତିଙ୍କ ୨ ନମ୍ବର ଓ୍ବାର୍ଡରେ ପାନୀୟ ଜଳ ସମସ୍ୟା ନେଇ ଗ୍ରାମବାସୀଙ୍କ ଜାତୀୟ ରାଜପଥ ରାସ୍ତାଜାମ୍

Sunil Chandra Nayak

ବରିଷ୍ଠ ଆଇନଜୀବୀ ଲଳିତ ପ୍ରହରାଜ ଙ୍କ ପରଲୋକ

Sunil Chandra Nayak

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort