ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଚିଲିଗୁଡା ଇଂଲିଶ ମେଡିୟମ ସ୍କୁଲର ବାର୍ଷିକ ଉତ୍ସବ ଅନୁଷ୍ଠିତ

 ଚିଲିଗୁଡା ( ମ ନି ସ)  ଜୁନାଗଡ଼ ବ୍ଲକ ଅନ୍ତର୍ଗତ ଚିଲିଗୁଡା ଇଂଲିଶ ମେଡିୟମ ସ୍କୁଲର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ସ୍କୁଲ ଅଧକ୍ଷା ହସ୍ତୀନି ନ।ଏକ ଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ଜୁନାଗଡ଼ ବ୍ଲକ ସରପଞ୍ଚ ସଂଘ ସଭାପତି ତାରା ଶଙ୍କର ରାୟଗୁରୁ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି ଛାତ୍ର ଛାତ୍ରୀ ମାନଙ୍କୁ ଉତ୍ସ।ହିତ କରିଥିଲେ ।ଏଥିରେ ମୁଖ୍ୟ ବକ୍ତା ଭାବରେ ବରିଷ୍ଠ ଶିକ୍ଷାବିତ କମଳା କାନ୍ତ ମୁଣ୍ଡ ଯୋଗଦାନ କରିଥିଲେ । ସମ୍ମାନିତ ଅତିଥି ଭାବେ ବିଭୁତି ଭୂଷଣ ନ।ଏକ ,ସରୋଜ କୁମାର ପ୍ରହରାଜ ଯୋଗଦାନ କରିଥିଲେ । ଛାତ୍ରୀ ସିଦ୍ଧି ଠାକୁର ,ଶୋଭାନ। ନ।ଏକ ଏବଂ ଖୁସବୁ ପଟେଲ ସ୍ୱାଗତ ସଙ୍ଗୀତ ଗାନ କରିଥିଲେ । ବିଭିନ୍ନ କ୍ରୀଡା ପ୍ରତିଯୋଗିତାରେ କୃତକାର୍ଯ୍ୟ ହୋଇଥିବା ଛାତ୍ର ଛାତ୍ରୀ ମାନଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ ।ଏଥିରେ ବାଳିକା ବିଭାଗରେ ଖୁସବୁ ପଟେଲ ଚାମ୍ପିଅନ ହୋଇଥିବା ବେଳେ ବାଳକ ବିଭାଗ ରେ ଦୁର୍ଗେସ ନ।ଏକ ଚମ୍ପିୟାନ ହୋଇଥିଲେ । କାର୍ଯ୍ୟକ୍ରମ ରେ ଶିକ୍ଷକ ରୂପେଶ ଠେଲା ମଞ୍ଚ ପରିଚାଳନା କରିଥିଲେ ।ଏଥିରେ ଶିକ୍ଷୟତ୍ରୀ ମନୀଷା ପାଢ଼ୀ , ଦୀପିକା ମାଝି ,ହେମାଙ୍ଗିନୀ ଗହୀର ,ରାଜେଶ୍ୱରୀ ସାହୁ ଏବଂ ଶିକ୍ଷକ ରୁପେଶ କୁମାର ଠେଲା ,ଶିବ ଶଙ୍କର ବେମାଲ ,ଜିତେନ୍ଦ୍ର ନ।ଏକ ପ୍ରମୁଖ ସହଯୋଗ କରିଥିଲେ ।କାର୍ଯ୍ୟକ୍ରମ ରେ ଛାତ୍ର ଛାତ୍ରୀ ଙ୍କ ଦ୍ଵାରା ନୃତ୍ୟ ପରିବେଷଣ କରାଯାଇଥିଲା ।ଧନ୍ୟବାଦ ଅର୍ପଣ କରିଥିଲେ ଶିକ୍ଷକ ଶିବ ଶଙ୍କର ବେମାଲ ।

ସୁନ୍ଦର ମୋହନ ଛତ୍ରିଆ ,ଚିଲିଗୁଡା

Related posts

କର୍ତ୍ତବ୍ୟରତ ସାମ୍ବାଦିକଙ୍କ ଉପରେ ଆକ୍ରମଣ , ସକାଳ ପ୍ରତିନିଧି ଉପରେ ହୋଇଥିବା ମିଥ୍ୟା ଏତଲା ପ୍ରତ୍ୟାହାର ଦାବି , ଆନ୍ଦୋଳନ ପାଇ ଚେତାବନୀ ଦେଲା ପ୍ରେସ କ୍ଲବ

Sunil Chandra Nayak

ଶାନ୍ତିଝରରେ ବନ ମହୋତ୍ସବ କାର୍ଯ୍ୟକ୍ରମ

masiha

୧୩ଟି ଦାବିକୁ ନେଇ ୫ମ ଦିନରେ ପହଞ୍ଚିଲା ଓଡିଶା ଆଦର୍ଶ ବିଦ୍ୟାଳୟ ଶିକ୍ଷକଙ୍କ ଆନ୍ଦୋଳନ

Sunil Chandra Nayak

Leave a Comment

error: Content is protected !!