ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆମ ଓଡ଼ିଶା

ପ୍ରତି ଜିଲ୍ଲାରେ ଏସଏଚଜି ମହିଳାଙ୍କୁ ଦିଆଯିବ ଡ୍ରାଇଭିଂ ଟ୍ରେନିଂ

ରାଜନୀତିରେ ମିଶନ ଶକ୍ତି ମହିଳା

‘ନେତୃତ୍ୱ ନେବାର ବଡ଼ ପ୍ଲାଟଫର୍ମ ଏସଏଚଜି’

ରାଜ୍ୟ ସରକାରଙ୍କ ଫୋକସରେ ଥିବା, ମିଶନ ଶକ୍ତି ମହିଳାଙ୍କୁ ଶାସକ ଦଳ ରାଜନୀତିରେ ବ୍ୟବହାର କରାଯାଉଥିବା ବିରୋଧୀ ବାରମ୍ବାର ଅଭିଯୋଗ କରି ଆସୁଛନ୍ତି । ବିରୋଧୀଙ୍କ ଅଭିଯୋଗ ଓ ଚର୍ଚ୍ଚା ଭିତରେ ଏହି ପ୍ରସଙ୍ଗରେ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି, ମିଶନ ଶକ୍ତି ସଚିବ ସୁଜାତା କାର୍ତ୍ତିକେୟନ । ଗଣମାଧ୍ୟମର ଏକ ପ୍ରଶ୍ନର ଉତ୍ତରରେ ସେ କହିଛନ୍ତି, ଯଦି ମହିଳାମାନେ ରାଜନୀତିକୁ ଆସୁଛନ୍ତି ତାଙ୍କୁ ସମାଲୋଚନା କରା ନଯାଉ । ଏହା ସେମାନଙ୍କ ଅଧିକାର, ସେମାନଙ୍କ ପସନ୍ଦ ।

ସ୍ୱୟଂ ସହାୟିକା ଗୋଷ୍ଠୀର ମହିଳାଙ୍କୁ ଦିଆଯିବ ଡ୍ରାଇଭିଂ ଟ୍ରେନିଂ | ପ୍ରତି ଜିଲ୍ଲାରେ ଏସଏଚଜି ମହିଳାଙ୍କୁ ଦିଆଯିବ ଡ୍ରାଇଭିଂ ଟ୍ରେନିଂ | ରାଜ୍ୟ ସରକାର କିଛି ଏଭଳି ନିଷ୍ପତ୍ତି ନେଇଛନ୍ତି | ମିଶନ ଶକ୍ତି ସଚିବ ସୁଜାତା ଆର୍ କାର୍ତ୍ତିକେୟନ ଆଜି ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ଏବର୍ଷ ଜଙ୍ଗଲ ଓ ପରିବେଶ, ଗଣଶିକ୍ଷା ବିଭାଗ ସହ ସହଭାଗିତା କରିବ ମିଶନ ଶକ୍ତି | ଜଙ୍ଗଲ ନିଆଁ ନେଇ ସଚେତନତା ସୃଷ୍ଟି ସହ ନର୍ସରୀ କାମ ପାଇବେ ମିଶନ ଶକ୍ତି ମହିଳା । ସମସ୍ତ ୫-ଟି ସ୍କୁଲ ଓ କସ୍ତୁରବା ଗାନ୍ଧୀ ସ୍କୁଲର ମେଣ୍ଟେନାନସ ସ୍ୱୟଂ ସହାୟିକା ଗୋଷ୍ଠୀର ମହିଳାମାନେ କରିବେ । ଏସଏଚଜି ମହିଳାଙ୍କୁ ୫ ବର୍ଷରେ ୧୦ ହଜାର କୋଟି ଟଙ୍କାର କାମ ଯୋଗାଇବା ସହ ଗଞ୍ଜାମ ଇଣ୍ଡଷ୍ଟ୍ରିଆଲ ପାର୍କରେ ଶୁଖୁଆ, ଆଚାର ନିର୍ମାଣକୁ ଗୁରୁତ୍ୱ ଦିଆଯିବ ।

ସେହିପରି ଏସଏଚଜି ମହିଳାଙ୍କୁ ଫେସନ୍, ବିୟୁଟି, ସିଲେଇ, ଡିଜିଟାଲ ଓ ବିଜିନେସ ମ୍ୟାନେଜମଣ୍ଟ ଟ୍ରେନିଂ ଦିଆଯିବ । ଚଳିତ ବର୍ଷ ଏସଏଚଜିର ୨ ଲକ୍ଷ ଇସି ସଦସ୍ୟ ଙ୍କୁ ଇସ୍କୁଟର କ୍ରୟ ପାଇଁ ଋଣ ଯୋଗାଇବେ ରାଜ୍ୟ ସରକାର । ସ୍କୁଟର ଋଣର ସମସ୍ତ ସୁଧ ରାଜ୍ୟ ସରକାର ବହନ କରିବେ । ଆବଶ୍ୟକ ପଡିଲେ ଅତିରିକ୍ତ ବଜେଟରେ ପାଣ୍ଠି ବଢାଯିବ । ସେହିପରି ଏସଏଚଜି ମହିଳାଙ୍କ ଋଣ ଟଙ୍କାକୁ ନେଇ ମିଶନ ଶକ୍ତି ସଚିବ ସୁଜାତା ଆର୍ କାର୍ତ୍ତିକେୟନ କହିଛନ୍ତି ଯେ ସ୍ୱୟଂ ସହାୟିକା ଗୋଷ୍ଠୀଙ୍କୁ ଦିଆଯାଉଥିବା ଋଣ ୨ଟି ଲକ୍ଷ୍ୟ ନେଇ ଖର୍ଚ୍ଚ ହେଉଛି । ଗୋଟିଏ ହେଲା ବ୍ୟବସାୟ ଓ ଅନ୍ୟଟି ନିଜସ୍ଵ ଭରଣପୋଷଣ । ଆଗରୁ ନିଜ ଆବଶ୍ୟକତା ପୂରଣ ପାଇଁ ମହାଜନ ପାଖକୁ ଯାଉଥିଲେ, ୬୦ରୁ ୭୦% ସୁଧ ଦେଉଥିଲେ । ଏବେ ସ୍ୱୟଂ ସହାୟିକା ଗୋଷ୍ଠୀ ଗ୍ରୁପ ଦ୍ଵାରା ସେମାନେ ଋଣ ପାଇପାରିଛନ୍ତି । ଏହା ସେମାନଙ୍କର ସଶକ୍ତିକରଣ । କୋଭିଡ ସମୟରେ ବିଭିନ୍ନ ଗୋଷ୍ଠୀରୁ ଋଣ ନେଇ ଘର ଚଳାଇଛନ୍ତି । ଫଳରେ ସେମାନେ ଗରିବୀ ଭିତରକୁ ଯିବେ ନାହିଁ । ତେଣୁ ସ୍ୱୟଂ ସହାୟିକା ଗୋଷ୍ଠୀ ପଇସା ସୁଧ ଲଗାଇବାକୁ ଭିନ୍ନ ଦୃଷ୍ଟିକୋଣରେ ଦେଖନ୍ତୁ ନାହିଁ ବୋଲି ସେ କହିଛନ୍ତି ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ସଂଶୋଧୃତ ଭୋଟର ତାଲିକା ପ୍ରସ୍ତୁତ ନିମନ୍ତେ ଅଗଷ୍ଟ ୨୧ ପର୍ଯ୍ୟନ୍ତ ଚାଲିବ ଘରକୁ ଘର ସର୍ଭେ

Sunil Chandra Nayak

୭୭ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ – ବିଭିନ୍ନ ଜିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ ପାଇଁ ତାଲିକା ଚୂଡ଼ାନ୍ତ

Sunil Chandra Nayak

ଖୋର୍ଦ୍ଧାରୋଡ-ବଲାଙ୍ଗୀର ରେଳ ପ୍ରକଳ୍ପ,ମିଳିଲା ୬୮ କିମି ଜଙ୍ଗଲ ଜମିକୁ ଅନୁମତି

Sunil Chandra Nayak

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort