ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ମହା ସମାରୋହୋ ରେ ପାଳିତ

ଭବାନୀପାଟଣା-: ସ୍ଥାନୀୟ ଗୁଡ଼ିଆଲିପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ମହା ସମାରୋହୋ ରେ ଅନୁଷ୍ଠିତ ହୋଇସାରିଛି l ଏହି ଅବସରରେ ମୁଖ୍ୟ ଅତିଥି ଭାବରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁନନ୍ଦା ପଣ୍ଡା , ମୁଖ୍ୟ ବକ୍ତା ଭାବେ ଶିକ୍ଷକ ନେତା ତଥା ପ୍ରକୃତି ବନ୍ଧୁ ମେଦିନୀପୁର ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ପ୍ରଦୀପ କୁମାର ସାହୁ, ସମ୍ମାନିତ ଅତିଥି ଭାବରେ ଜଗଦୀଶ ଚନ୍ଦ୍ର ମୁଣ୍ଡ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଭବାନୀପାଟଣା, ସୁଢ଼ଳ ଦେବ ମୁଣ୍ଡ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଲାଞ୍ଜିଗଡ଼, ଇ ପ୍ରିୟଙ୍କା ମହାକୁଡ ସରପଞ୍ଚ ଗୁଡ଼ିଆଲିପଦର, ନୀଳମଣି ଦୁର୍ଗା ପ୍ରଧାନ ଶିକ୍ଷକ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଗୁଡ଼ିଆଲିପଦର, କବିତା ମହାନ୍ତି ଅଧ୍ୟକ୍ଷା ଶାସ୍ତ୍ରୀଜୀ ଶିକ୍ଷା ନିକେତନ, ରାଧେଶ୍ୟାମ ଦାସ ପୁର୍ବତନ ସି ଆର ସି ସି, ବିଶ୍ୱଜିତ ରାୟ ସି ଆର ସି ସି ଗଣନାଥପୁର, ଲବଣୀ ଶା ସଭାପତି ବିଦ୍ୟାଳୟ ପରିଚାଳନା କମିଟି ଉପସ୍ଥିତ ଥିଲେ। ବିଦ୍ୟାଳୟର ପ୍ରଧାଶିକ୍ଷକ ଜଗନ୍ନାଥ ପ୍ରସାଦ ଦାଶ ବିଦ୍ୟାଳୟର ବାର୍ଷିକ ବିବରଣୀ ପଠନ କରିଥିଲେ। ବିଦ୍ୟାଳୟର ଶିକ୍ଷକ ଶରତ ଚନ୍ଦ୍ର ସା ଅତି ସୁନ୍ଦର ମଞ୍ଚ ପରିଚାଳନା କରିଥିଲେ। ଏହି ଅବସରରେ ମୁଖ୍ୟ ଅତିଥି ଓ ଗୁଡ଼ିଆଲିପଦର ସରପଞ୍ଚ ବିଦ୍ୟାଳୟର ଶିକ୍ଷଣ ସାମଗ୍ରୀ କୋଣ, ମୌଳିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନ ଶ୍ରେଣୀ କୋଠରୀ, ବିଦ୍ୟାଳୟ ପାଠାଗାର ଓ ନୂତନ ପ୍ରଧାନ ଶିକ୍ଷକଙ୍କ କାର୍ଯ୍ୟାଳୟର ଶୁଭ ଉଦ୍ଘାଟନ କରିଥିଲେ। ଅତିଥିବୃନ୍ଦ ବାର୍ଷିକ ଉତ୍ସବର ମୁଖ୍ୟ ଉଦ୍ଦେଶ୍ୟ ସହ ଶିକ୍ଷାର୍ଥୀମାନଙ୍କ ସର୍ବାଙ୍ଗୀନ ଉନ୍ନତି କିପରି ହେବ ମତାମତ ଦେଇଥିଲେ। ମୁଖ୍ୟ ବକ୍ତା ବୃକ୍ଷ ରୋପଣ ଓ ଛାତ୍ରଛାତ୍ରୀ ମାନଙ୍କୁ ଶ୍ରେଷ୍ଠ କର୍ତ୍ତବ୍ୟ କରିବାକୁ ଉତ୍ସାହିତ କରିଥିଲେ l ଏହାପରେ ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବିଦ୍ୟାଳୟସ୍ତରରେ ବାର୍ଷିକ କ୍ରୀଡା ତଥା ଅନ୍ୟାନ୍ୟ କୃତୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା। ବିଦ୍ୟାଳୟର ଛାତ୍ର ରାହୁଲ ସାହୁ ଶିକ୍ଷା ବର୍ଷର ଶ୍ରେଷ୍ଠ ଛାତ୍ର ଭାବରେ ପୁରସ୍କାର ପାଇଥିଲେ। ଏହି କାର୍ଯକ୍ରମରେ ବିଦ୍ୟାଳୟର ଶିକ୍ଷକ ତୀର୍ଥ ମହାଖୁଡ, ପ୍ରିୟ ରଞ୍ଜନ ପୁରୋହିତ, ଶରତ ଚନ୍ଦ୍ର ଶା ତଥା ଶିକ୍ଷୟତ୍ରୀ ସୌଭାଗ୍ୟ ମଞ୍ଜରୀ ଦାଶ ପ୍ରମୁଖ ସହଯୋଗ କରିଥିଲେ। ବିଦ୍ୟାଳୟର ପାଚିକା ଦଇମତି ଗଉଡ ଓ ଜୟନ୍ତୀ ମାଝୀ ଭୋଜନ ପରିବେଷଣରେ ସହଯୋଗ କରିଥିଲେ। ଶେଷରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଜଗନ୍ନାଥ ପ୍ରସାଦ ଦାଶ ଧନ୍ୟବାଦ୍ ଅର୍ପଣ କରିଥିଲେ।

ମସିହା ନିଉଜ ସର୍ଭିସ୍ 

Related posts

ସ୍କୁଲରୁ ଅଲିମ୍ପିକ ଶିକ୍ଷା

ହମିରପୁର ଉନ୍ନୟନ ପରିଷଦର ହୋଲି ମିଳନ ଓ ମତ ବିନିମୟ କାର୍ଯ୍ୟକ୍ରମ

Sunil Chandra Nayak

ରାଜ୍ୟରେ ୨ଟି ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ନିଷ୍ପତ୍ତିକୁ ହାଇକୋର୍ଟ ବାର୍ ଆସୋସିଏସନ୍ ର ବିରୋଧ

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort