ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କୋକସରାଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା ତା୧୩.୩.୨୦୨୩ //ଆଜି କୋକସରା ପଞ୍ଚାୟତ ସମିତି ସଭାଗୃହରେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଏବଂ ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜି ଙ୍କ ଯୁଗ୍ମ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପ ଜିଲ୍ଲାପାଳ , ଧର୍ମଗଡ ଶ୍ରୀ ବେଦ ଭୂଷଣ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ ୩୪ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୨୮ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୬ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୦ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।

ମସିହା ନିଉଜ ସର୍ଭିସ୍ 

Related posts

ସଂଗ୍ରାମୀ ବନମାଳୀ ମହାରଣାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ 

masiha

ସାମାଜିକ ବିକାଶ ପାଇଁ ଇ ଟି ପି ଏ ଫାଉଣ୍ଡେସନ୍ ତରଫରୁ ଋତୁସ୍ରାବ ସ୍ୱଚ୍ଛତା ପରିଚାଳନା କାର୍ଯ୍ୟକ୍ରମ ଅୟୋଜିତ

masiha

ଢେଙ୍କାନାଳ ଅତିରିକ୍ତ ଏସ୍ ପି ପ୍ରଭାତ ବିଶ୍ବାଳଙ୍କ ଦୁଇଟି ସମ୍ମାନଜନକ ପଦକ ହାସଲ 

masiha

Leave a Comment

error: Content is protected !!