ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଚିଲିଗୁଡା ଫାଣ୍ଡି ଅଧିକାରୀ ଙ୍କ ଅବସର କାଳୀନ ସମ୍ବର୍ଦ୍ଧନା ସମାରୋହ

ଚିଲିଗୁଡା ( ମ ନି ସ)  କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ଚିଲିଗୁଡା ଫାଣ୍ଡିରେ କାର୍ଯ୍ୟରତ ଫାଣ୍ଡି ଅଧିକାରୀ ବୈଷ୍ଣବ ନ।ଏକ ତାଙ୍କ ଚାକିରୀ ଜୀବନରୁ ଅବସର ଗ୍ରହଣ କରିଛନ୍ତି ।ଏହି ଅବସରରେ ଜୁନାଗଡ଼ ଆଇ ଆଇ ସି ଉତ୍ତମ କୁମାର ସାହୁ ,ଚିଲିଗୁଡା ଫାଣ୍ଡିର ନୂତନ ଅଧିକାରୀ ସୁବୋଧ କୁମାର ଫୁଲ ,ସାମ୍ବାଦିକ ସୁନ୍ଦର ମୋହନ ଛତ୍ରିଆ ,ବ୍ୟମକେଶ ପୁରୋହିତ ,କନେଷ୍ଟବଳ ଖଗେଶ୍ୱର ପାନ ,ପୀତବାସ ଶବର ,ଉଦ୍ଧବ ମାଝି ପ୍ରମୁଖ ଉପସ୍ଥିତ ରହି ଏ ଏ ସ ଆଇ ବୈଷ୍ଣବ ନ।ଏକ ଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା ଜଣାଇଥିଲେ ଏବଂ ତାଙ୍କ ଅବସର ଜୀବନ ସୁଖମୟ କାମନା କରିଥିଲେ ।

ସୁନ୍ଦର ମୋହନ ଛତ୍ରିଆ ,ଚିଲିଗୁଡା

Related posts

ଆଦର୍ଶ ବିଦ୍ୟାଳୟ କୁ ଯାଉଥିବା ବସ ଦୁର୍ଘଟଣା ଘଟି 7 ଛାତ୍ରୀ ଛାତ୍ର ଆହତ 3 ଗୁରୁତର ,ଡ୍ରାଇଭର ଅଟକ

Sunil Chandra Nayak

ବାଦାମପାହାଡ ଥାନା ପକ୍ଷରୁ ଜଳ ଛତ୍ର ଆରମ୍ଭ

Sunil Chandra Nayak

କୋଏଲ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ର ବାର୍ଷିକୋତ୍ସବ ଅନୁଷ୍ଠିତ 

masiha

Leave a Comment

error: Content is protected !!