ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ ଆନ୍ଦୋଳନ ଯୋଗୁଁ ୪୦ ଜଣ ତୀର୍ଥଯାତ୍ରୀ ଫଶୀ ରହିଥିଲେ : ଥାନା ଅଧିକାରୀ ଙ୍କ ହସ୍ତକ୍ଷେପ ପରେ ଗନ୍ତବ୍ୟ ସ୍ଥଳକୁ ଗଲେ 

ବାଲିଗୁଡ଼ା,15/03.(ମନିସ): ସାରା ରାଜ୍ୟରେ ଡ୍ରାଇଭର ମାନେ ଷ୍ଟିୟରିଂ ଛାଡ ଆନ୍ଦୋଳନ ଡ଼ାକରା ଦେଇଥିବା ବେଳେ ଏହାର ପ୍ରଭାବ କନ୍ଧମାଳ ଜିଲ୍ଲାରେ ମଧ୍ଯ ଦେଖିବାକୁ ମିଳିଛି। ଏ ନେଇ ବାଲିଗୁଡ଼ା ଠାରେ ଡ଼୍ରାଇଭର ମାନେ ଏକତ୍ରିତ ହୋଇ ଗାନ୍ଧୀ ଛକ ଠାରେ ଧାରଣା ଦେଇଛନ୍ତି। ଏଠାରୁ ଜିଲ୍ଲା ଓ ଜିଲ୍ଲା ବାହରକୁ ଯଥା କଟକ, ଭୁବନେଶ୍ୱର, ବ୍ରହ୍ମପୁର, ବୌଦ , ରାୟଗଡ଼ା,କଳାହାଣ୍ଡି ଭଳି ବିଭିନ୍ନ ଅଞ୍ଚଳ କୁ ବେସରକାରୀ ବସ ଚଳାଚଳ ନ କରି ବସଷ୍ଟାଣ୍ଡ ରେ ଅଟକି ସେଥିରେ ମଧ୍ୟ ଏକ ତୀର୍ଥଯାତ୍ରୀ ବସ ମଧ୍ୟ ଅଟକି ରହିଥିଲା । ଷ୍ଟିୟରିଂ ଛାଡ ଆନ୍ଦୋଳନ ଯୋଗୁଁ ହଇରାଣ ହେଉଛନ୍ତି ତୀର୍ଥଯାତ୍ରୀ । ଆନ୍ଦୋଳନରେ ସାମିଲ ହେବା ପାଇଁ ଅଧା ରାସ୍ତାରେ ଛାଡି ଦେଲା ବସ୍ ଡ୍ରାଇଭର । ବାଲିଗୁଡା ବସଷ୍ଟାଣ୍ଡରେ କୋରାପୁଟ ଜିଲ୍ଲା ବୈପାରୀଗୁଡ଼ାର ୪୦ ତୀର୍ଥଯାତ୍ରୀ ଫସି ରହିଛନ୍ତି । ଗତ ୧ ତାରିଖରୁ ଉତ୍ତର ଭାରତ ଭ୍ରମଣରେ ଯାଇଥିଲେ ତୀର୍ଥଯାତ୍ରୀ । ବୁଧବାର ସକାଳେ ଆସି ବାଲିଗୁଡ଼ାରେ ପହଞ୍ଚିଥିଲେ । ହେଲେ ବସ୍ ଡ୍ରାଇଭର ଆନ୍ଦୋଳନରେ ସାମିଲ ହେବା ପାଇଁ ଅଧାରେ ଛାଡି ଦେଇଥିଲା । ଏଥିରେ ଅନେକ ବୟସ୍କ ଲୋକ, ଛୋଟ ପିଲା ଓ ରୋଗୀ ରହିଛନ୍ତି । ଏବେ ଡ୍ରାଇଭର ସେମାନଙ୍କୁ ନେଉନାହିଁ । ଅନ୍ୟ ବସ୍ ଡ୍ରାଇଭର ମଧ୍ୟ ଅନ୍ଦୋଳନରେ ସାମିଲ ହୋଇଛନ୍ତି । ଏହାରି ଭିତରେ ସେମାନେ କେମିତି ଗନ୍ତବ୍ୟ ସ୍ଥଳ ତଥା ନିଜ ନିଜ ଘରେ କିପରି ପହଞ୍ଚିବେ ସେ ନେଇ ଚିନ୍ତାରେ ରହିଥିଲେ । ସରକାର ଓ ପ୍ରଶାସନ କୁ ନିବେଦନ କରିବା ପରେ ଏଥିରେ ବାଲିଗୁଡ଼ା ଥାନା ଅଧିକାରୀ ବାବା ଶଙ୍କର ସରାଫ ହସ୍ତକ୍ଷେପ କରି ତିର୍ଥଯାତ୍ରୀ ବସ ଟିକୁ ସୁରକ୍ଷା ଯୋଗାଇ ସହର ଅତିକ୍ରମ କରାଇ ଦେଇଛନ୍ତି। ଦୀର୍ଘ ୫ଘଣ୍ଟା ଅଟକିବା ପରେ ତୀର୍ଥଯାତ୍ରୀ ମାନେ ନିଜ ନିଜ ଗନ୍ତବ୍ୟ ସ୍ଥଳକୁ ଯାଇ ପାରିଥିବାରୁ ବାଲିଗୁଡା ପୁଲିସ କୁ ଧନ୍ୟବାଦ ଜଣାଇଛନ୍ତି l

କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରୁ ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ 

Related posts

ବିଦ୍ୟୁତ ଆଘାତରେ କଳ୍ପେଶ୍ୱର ବେମାଲଙ୍କ ଗୁରୁତର ଘଟଣା ଡାକ୍ତର ଖାନାରେ ଜୀବନ ସହ ସଂଗ୍ରାମ ,  ସରକାରୀ ସହାୟତା ଶୁନ

Sunil Chandra Nayak

ଥୁଆମୂଳ ରାମପୁର ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ

Sunil Chandra Nayak

ବର୍ଣ୍ଣାଢ଼୍ୟ ପରିବେଶ ରେ ପାଳିତ ହେଲା ଶ୍ରଦ୍ଧା ଶକ୍ତି ସେବା ସଂସ୍ଥାନ (ଜନମଙ୍ଗଳ)ସଂଗଠନର ଚତୁର୍ଥ ବାର୍ଷିକ ଉତ୍ସବ:ଜିଲ୍ଲା ୱେବ ମିଡ଼ିଆ ସାମ୍ବାଦିକ ସଂଘ କୁ ସମ୍ବର୍ଦ୍ଧନା 

Sunil Chandra Nayak

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort