ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ନର୍ଲା ଠାରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା ତା୨୦.୩.୨୦୨୩ //ଆଜି ନର୍ଲା ପଞ୍ଚାୟତ ସମିତି ସଭାଗୃହରେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପ ଜିଲ୍ଲାପାଳ , ଭବାନିପାଟଣା ଡ ବିଶ୍ୱଜିତ୍ ଦାସ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ ୮୩ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୬୪ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୯ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୩୫ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।

ମସିହା ନିଉଜ ସର୍ଭିସ୍

Related posts

ଫାଇବ ଟି ସଚୀବ ଶ୍ରୀଯୁକ୍ତ ଭି କେ ପାଣ୍ଡିଆନ ଙ୍କ ପରିଦର୍ଶନରେ ପୋଡାଗଡା ଆସିବାକୁ ଥିବା ନେଇ ଜିଲ୍ଲାପାଳଙ୍କ ଦ୍ଵାରା ପ୍ରସ୍ତୁତି

Sunil Chandra Nayak

ଅବସର କାଳୀନ ସମ୍ବର୍ଦ୍ଧନା

Sunil Chandra Nayak

ଖପ୍ରାଖୋଲ ରେ ବ୍ଲକ ସ୍ତରୀୟ ଆଦିବାସୀ ସାଂସ୍କୃତିକ ଉତ୍ସବ ଉଦଯାପିତ 

masiha

Leave a Comment

error: Content is protected !!