ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
କ୍ରୀଡ଼ା

ଅଲ ଇଣ୍ଡିଆ INTAR ବିଶ୍ୱବିଦ୍ୟାଳୟ କିକ୍ ବକ୍ସିଂ ରେ ମିସ୍ ରୋଶନି ବେଗମ୍ ଙ୍କ ବ୍ରୋଞ୍ଜ୍  ପଦକ ହାସିଲ

ଅଲ ଇଣ୍ଡିଆ INTAR ବିଶ୍ୱବିଦ୍ୟାଳୟ କିକ୍ ବକ୍ସିଂ (ପୁରୁଷ ଏବଂ ମହିଳା) ଟୁର୍ନାମେଣ୍ଟ 2023 ଗତ 14 ରୁ 22 ମାର୍ଚ୍ଚ ପର୍ଯ୍ୟନ୍ତ ଉତ୍ତରପ୍ରଦେଶର ଜନପୁର ବୀର ବାହାଦୂର ସିଂ ପୂର୍ବାଞ୍ଚଳ ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ହେଇଥିଲା। ଉତ୍କଳ ବିଶ୍ୱବିଦ୍ୟାଳୟ କିକ୍ ବକ୍ସିଂ ପ୍ଲେୟାର୍ ମିସ୍ ରୋଶନି ବେଗମ୍ (ମହିଳା) ବ୍ରୋଞ୍ଜ୍  ପଦକ -60 ପଏଣ୍ଟ ଫାଇଟ୍ (ଜନତା କଲେଜ, ସତାମାଇଲ୍, ଢେଙ୍କାନାଳ, ଢେଙ୍କାନାଳ ଡାଇମଣ୍ଡ କିକ୍ ବକ୍ସିଙ୍ଗ୍ ଆସୋସିଏସନ୍ ଖେଳାଳୀ)ହାସଲ କରିଥିବା ବେଳେ ଢେଙ୍କାନାଳ ଡାଇମଣ୍ଡ କିକ୍ ବକ୍ସିଙ୍ଗ୍ ଆସୋସିଏସନ୍ ସେକ୍ରେଟାରୀ ଏବଂ ସମସ୍ତ ସଦସ୍ୟ ତଥା ଖେଳାଳିମାନେ ରୋଶନିଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି |

ଶୁଭମ ପାଣି ଙ୍କ ରିପୋର୍ଟ 

Related posts

ରାୟଗଡାରେ ଅଶୋକ କୁମାର ସାହୁ ଦ୍ୱିତୀୟ ସ୍ମୃତି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

Sunil Chandra Nayak

ନେହେରୁ ଯୁବକେନ୍ଦ୍ର ଦ୍ବାରା କ୍ରୀଡା କାର୍ଯ୍ୟକ୍ରମ ଅନୁଷ୍ଠିତ 

Sunil Chandra Nayak

ରୁଦ୍ର ପ୍ରସାଦ ସାହୁ ମେମୋରିଆଲ ଜୁନାଗଡ଼ କପ : ବରଗଡ଼କୁ ହରାଇ କେସିଙ୍ଗା ଚାମ୍ପିଅନ 

masiha

Leave a Comment

error: Content is protected !!