ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ମର୍ମନ୍ତୁଦ ସଡକ ଦୁର୍ଘଟଣା , ଗଛକୁ ଧକ୍କା ଦେଲା ଦ୍ରୁତଗାମୀ କାର

ମହିଳା-ଶିଶୁ ସମେତ ୬ଜଣଙ୍କ ପ୍ରାଣବାୟୁ ଉଡ଼ିଗଲା

ନୂଆପଡ଼ା: ରାସ୍ତାରେ ଯାତ୍ରା ବେଳେ ଦୁଇଟି ଜିନିଷ ପ୍ରତି ଧ୍ୟାନ ଦିଆଗଲେ ଜୀବନ ସୁରକ୍ଷିତ ରହିଥାଏ ଓ ପରିବାର ସୁଖମୟ ହୋଇଥାଏ। ଆଉ ଗାଡ଼ି ଚଳାଇବା ସମୟରେ ଯଦି ଚାଳକ ସତର୍କତା ପ୍ରତି ଦୃଷ୍ଟି ନ ରଖନ୍ତି, ତା’ହେଲେ ମରଣ ସୁନିଶ୍ଚିତ। ନୂଆପଡ଼ା ଜିଲ୍ଲାରେ ଆଜି ଏଭଳି ଅଭାବନୀୟ ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ଗଛକୁ କାର୍‌ ଧକ୍କା ଦେବାରୁ ଜଣେ ମହିଳା ଓ ଶିଶୁ ସମେତ ୬ ଜଣଙ୍କର ମୃତ୍ୟୁ ହୋଇଛି। ଅନ୍ୟ ଜଣେ ଗୁରତରଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତକମାନଙ୍କର ପରିଚୟ ଜଣାପଡ଼ି ନଥିଲେ ବି, ଏମାନେ ପଡୋଶୀ ଛତିଶଗଡ଼ର ହୋଇଥିବା ନେଇ ଚର୍ଚ୍ଚା ହେଇଛି ।ନୂଆପଡା ରୁ ସୁଜିତ କୁମାର ପ୍ରଧାନ ଙ୍କ ରିପୋର୍ଟ

Related posts

ବର୍ଷା ହେଲେ ବିଦ୍ୟାଳୟ ପରିଶର ହୁଏ କୁତ୍ରିମ ପୋଖରୀ

Sunil Chandra Nayak

ଶ୍ରୀମତୀ ରଜନୀ ରାଣୀ ମିଶ୍ର ଙ୍କ କବିତା ଜଗତ ଜନନୀ

Sunil Chandra Nayak

ସାହିତ୍ୟ ଏକାଡେମୀ ଓ ପ୍ରାଣକୃଷ୍ଣ ଫାଉଣ୍ଡେସନ ଟ୍ରଷ୍ଟ ତରଫରୁ ” ଉତ୍ତର ଓଡ଼ିଶାର ଲୋକ ଭାଷା ” ସାହିତ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ

Sunil Chandra Nayak

Leave a Comment

error: Content is protected !!