ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବାଲାଜୀ ବିହାର ସରସ୍ଵତୀ ଶିଶୁ ମନ୍ଦିରରେ ଶ୍ରୀ ରାମ ନବମୀ ପାଳିତ

ନର୍ଲା (ମନିସ)ପବିତ୍ର ଶ୍ରୀରାମ ନବମୀ ଉତ୍ସବ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ବାଲାଜୀ ବିହାର ଭବାନୀପାଟଣା ଠାରେ ମହା ସମାରୋହରେ ପାଳିତ ହୋଇଯାଇଛି। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଶ୍ରୀ ଗିରିଜା ଶଙ୍କର ସାହୁ ଓ ସମ୍ମାନିତ ଅତିଥି ଭାବେ ଶ୍ରୀ କୃଷ୍ଣ ମୋହନ ଯୋଷୀ ତଥା ସଂଘର ବରିଷ୍ଠ କାର୍ଯ୍ୟ କର୍ତ୍ତା ଶ୍ରୀଯୁକ୍ତ ସେବକ ରାମ ସାହୁ ଯୋଗଦାନ କରିଥିଲେ।ଏହି ଅବସରରେ ଭାଇଭଉଣୀ ମାନେ ବିବିଧ ଦେବା ଦେବୀ ବେଶରେ ସଜେଇ ହୋଇ କାର୍ଯ୍ୟକ୍ରମର ଶୋଭା ବଢାଇ ଦେଇଥିଲେ।ଉକ୍ତ କାର୍ଯ୍ୟକ୍ରମ ବିଦ୍ୟାଳୟ ପୁରୋଧା ପ୍ରଧାନ ଆଚାର୍ଯ୍ୟ ଶ୍ରୀ ଯୁକ୍ତ ଦାଶରଥି ପଣ୍ଡାଙ୍କ ପ୍ରତ୍ୟକ୍ଷ ନିର୍ଦ୍ଦେଶନାରେ ପରିଚାଳିତ ହୋଇଥିଲା।

ପ୍ରଦୀପ କୁମାର ଗଉଡ ନର୍ଲା ମସୀହା ପ୍ରତିନିଧି

Related posts

ରାଇରଙ୍ଗପୁର ଉଚ୍ଚ ବାଳିକା ବିଦ୍ୟାଳୟ ପରିସରରେ ତ୍ରିଦୀଵସୀୟ ଅଣଆଵାସିକ ଶିକ୍ଷକ ପ୍ରଶିକ୍ଷଣ ‘ ସାମର୍ଥ୍ୟ ‘ ଶିବିର ଅନୁଷ୍ଠିତ

masiha

ପ୍ରଗତି ଅନୁଷ୍ଠାନର ଉତ୍କଳ ଦିବସ ପାଳନ ଓ ସମ୍ବର୍ଦ୍ଧନା ସଭା 

Sunil Chandra Nayak

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ବୋର୍ଡ଼ାର ୨୩ ତମ ବାର୍ଷିକ ଉତ୍ସବ

Sunil Chandra Nayak

Leave a Comment

error: Content is protected !!