ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

୮୮ ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ

ଢେଙ୍କାନାଳ ଜିଲ୍ଲାର ରିଜର୍ଭ ପୋଲିସ ପଡିଆଠାରେ ୮୮ ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଢେଙ୍କାନାଳ ଏସ୍ପି ଶ୍ରୀଯୁକ୍ତ ଜ୍ଞାନରଞ୍ଜନ ମହାପାତ୍ର ଯୋଗଦେଇ ଆଭିଭାଦନ ଗ୍ରହଣ କରିଥିଲେ। ସମସ୍ତ ପୁଲିସ ଅଧିକାରୀଙ୍କ କାର୍ଯ୍ୟକୁ ମୁଖ୍ୟ ଅତିଥି ପ୍ରଶଂସା କରିଥିଲେ । ଏହି ଅବସରରେ ୨୦୨୨ ମସିହା ନିମନ୍ତେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ କିଛି କର୍ମଚାରୀଙ୍କୁ ଆରକ୍ଷୀ ଅଧୀକ୍ଷକ ମାନପତ୍ର ସହ ସମ୍ବର୍ଦ୍ଧିତ କରିଥିଲେ । ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ପୁରସ୍କୃତ କରାଯାଇଥିଲା ।

ଶୁଭମ ପାଣି ଙ୍କ ରିପୋର୍ଟ

Related posts

ଚନ୍ଦ୍ର ମଣି ନାଟ୍ୟ ସଂଘ ନଭେମ୍ବର ରେ ପାଳନ କରିବ ଶତ ବାର୍ଷିକୀ ଉତ୍ସବ

Sunil Chandra Nayak

ଅପରେସନ ସିନ୍ଦୂରର ସଫଳତାରେ ଭାରତ ର ବୀର ସୈନିକ ମାନଙ୍କ ସୋର୍ଯ୍ୟକୁ ସମ୍ମାନ

masiha

ଅତିରିକ୍ତ ଜିଲ୍ଲପାଳଙ୍କ ସହ ବିଜେପି ପ୍ରତିନିଧି ମଣ୍ଡଳୀଙ୍କ ଆଲୋଚନା ପରେ ଆହାର କେନ୍ଦ୍ର ପୁନଃ କାର୍ଯ୍ୟକ୍ଷମ.

masiha

Leave a Comment

error: Content is protected !!