ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କାମାକ୍ଷାନଗର ଉପଖଣ୍ଡରେ ଉତ୍କଳଦିବସ ମହାସମାରୋହରେ ପାଳିତ

କାମାକ୍ଷାନଗର-(ମନିସ)ଆଜି ଉତ୍କଳ ଦିବସ।ଓଡିଶା ଇତିହାସରେ ଏକ ଅବିସ୍ମରଣୀୟ ଦିବସ । ଆଜିର ଦିନରେ ହିଁ ଓଡିଶା ପାଇଥିଲା ନିଜର ଏକ ସ୍ୱତନ୍ତ୍ର ପରିଚୟ।ଏହି ପ୍ରରିପ୍ରେକ୍ଷିରେ କାମାକ୍ଷାନଗର ଉପଖଣ୍ଡ ପ୍ରଶାସନ ତରଫରୁ ଉତ୍କଳ ଦିବସ ପାଳନ କରାଯାଇଥିଲା। ଉପଜିଲ୍ଲାପାଳ ଜ୍ୟୋତିଶଙ୍କର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଥମେ ସାରଙ୍ଗଧର ଦାସଙ୍କ ପ୍ରତିମୂର୍ତ୍ତି ଓ ପରେ ଗୋପବନ୍ଧୁ ଦାସ,ବିଜୁ ପଟନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହ ସ୍କୁଲ ଓ ମହାବିଦ୍ୟାଳୟ ଛାତ୍ର ଛାତ୍ରୀ ଙ୍କ ତରଫରୁ ସହର ପରିକ୍ରମା କରାଯାଇଥିଲା।ପରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ନିଜ ଅଭିଭାଷଣରେ କହିଛନ୍ତି ପ୍ରଦେଶ ଗଠନରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ବରେଣ୍ୟଙ୍କୁ ଆଜି ମନେ ପକାଉଛି ସାରା ରାଜ୍ୟ। ଉତ୍କଳମଣି ଗୋପବନ୍ଧୁ ଦାଶ, ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଦେବ, ହରେକୃଷ୍ଣ ମହତାବ, ବ୍ୟାସକବି ଫକୀରମୋହନ ସେନାପତି, ମହାରାଜା ଶ୍ରୀରାମଚନ୍ଦ୍ର ଭଂଜଦେଓ, ପଣ୍ଡିତ ନୀଳକଣ୍ଠ ଦାସ, କବିବର ରାଧାନାଥ ରାୟ,ସ୍ୱଭାବ କବି ଗଂଗାଧର ମେହେର ଓ କର୍ମବୀର ଗୌରୀଶଙ୍କର ରାୟଙ୍କ ଉତ୍କଳ ଦିବସ ଗଠନରେ ଅବଦାନ ଅବିସ୍ମରଣୀୟ।ଚଳିତ ବର୍ଷ ୮୮ ବର୍ଷରେ ପାଦ ଦେଲା ଓଡ଼ିଶା । ଏହି ଦିନକୁ ନେଇ ସାରା ରାଜ୍ୟବାସୀ ଉତ୍ସାହିତ ଥିବା ବେଳେ ଗର୍ବର ସହ ଉତ୍କଳ ଦିବସ ପାଳ କରନ୍ତି ପ୍ରତିଟି ଓଡ଼ିଆ ।ସମସ୍ତେ ନିଜକୁ ଓଡ଼ିଆ ଭାବେ ଗର୍ବ ଅନୁଭବ କରିବା ଉଚିତ । ଅପ୍ରେଲ ୧ରେ ହିଁ ଓଡିଶା ପାଇଥିଲା ନିଜର ସ୍ୱତନ୍ତ୍ର ପରିଚୟ । ପୂର୍ବରୁ ବିହାରର ଏକ ଅଂଶ ହୋଇ ରହିଥିବା ବେଳେ ୧୯୩୬ ମସିହା ଅପ୍ରେଲ ୧ ରେ ନୂତନ ପ୍ରଦେଶ ଭାବରେ ପ୍ରତିଷ୍ଠା ହୋଇଥିଲା ଓଡିଶା । ତେବେ ସେହି ସମୟରେ ରାଜ୍ୟର ନାମ ରହିଥିଲା ଉତ୍କଳ । ତେଣୁ ଏହାକୁ ଉତ୍କଳ ଦିବସ ଭାବରେ ପାଳନ କରାଯାଏ।ସନ୍ମାନିତ ଅତିଥି ଭାବେ ବ୍ଲକ ଅଧକ୍ଷ ପ୍ରେମାନନ୍ଦ ସାହୁ,ଅତିରିକ୍ତ ତହସିଲଦାର ଝସକେତନ ନାୟକ,ଏନଏସି ନିର୍ବାହି ଅଧିକାରି ଯତିନ୍ଦ୍ର ମିଶ୍ର ପ୍ରମୂଖ ଯୋଗଦେଇଥିଲେ।ଶେଷରେ ପୂର୍ବରୁ ଅନୁଷ୍ଠିତ ବିଭିନ୍ନ ପ୍ରକାରର ପ୍ରତିଯୋଗିତାରେ କୃତି ଛାତ୍ର ଛାତ୍ରୀ ଙ୍କୁ ପୁରସ୍କୃତ କରାଯାଇଥିଲା। ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ-କିରଣୀ ନାଏକ ପରିଚାଳନା କରିଥିବା ବେଳେ ଅତିରିକ୍ତ ଉପଜିଲ୍ଲାପାଳ ଦୀପକ କୁମାର ମିଶ୍ର ସଂଯୋଜନା କରିଥିଲେ।

କାମାକ୍ଷାନଗରରୁ ପ୍ରହ୍ଲାଦ ମୁଦୁଲିଙ୍କ ରିପୋର୍ଟ

Related posts

ଖଡିଆଳ ଅଞ୍ଚଳ ର ଜଣେ ପ୍ରବୀଣ ଛାତ୍ର ନେତା ଏବଂ ନିର୍ଭିକ ବ୍ୟକ୍ତିତ୍ବ ରାଜୀବ କୁମାର ତିୱାରୀ ଙ୍କ ଆଜି ପରଲୋକ 

masiha

NAC ତାଲିକାରୁ ଖଇରା ବାଦ୍, ଦୃଢ ନିନ୍ଦା କଲେ ଯୁବନେତା ଇଂ. ରାଜେଶ ମୋହକୁଡ 

masiha

ଲକ୍ଷ୍ମୀପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଫାଇବ୍ ଟି ଜରିଆରେ ସୌନ୍ଦର୍ଯ୍ୟ କରଣ କରିବା ନିମନ୍ତେ  କୋରାପୁଟ ଜିଲ୍ଲାପାଳ ଗସ୍ତ କରି ଭିତ୍ତି ଭୁମି ତର୍ଜମା କଲେ

Sunil Chandra Nayak

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort