ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଧର୍ମୀୟ ସଂସ୍କୃତି

ଆଜି ଆରମ୍ଭ ହେଲା କାମନା ଦଣ୍ଡ ଯାତ୍ରା

ମ.ରାମପୁର,୧/୪ (ମାସୀହା):- ଭକ୍ତି ଆଉ ବିଶ୍ୱାସ ର ପର୍ବ କାମନା ଦଣ୍ଡ ଯାତ୍ରା ଆଜି ଠାରୁ ଆରମ୍ଭ ହୋଇଛି । ପ୍ରଥମ ଦିବସ ରେ ବିଭିନ୍ନ ଦଣ୍ଡ ଦଳ ପୂଜା ସହିତ ପଇତା ଧାରଣ ପୂର୍ବକ ବ୍ରତ ଆରମ୍ଭ କରିଥିଲେ ଏବଂ ଗ୍ରାମରେ ଥିବା ସମସ୍ତ ଦେବାଦେବୀ ମନ୍ଦିରକୁ ଯାଇ ଦର୍ଶନ କରିଥିଲେ l ତଳସାଗର ପଡା, ବୁରାଟ, ସୀର୍କିହେଜୁ, ପଣ୍ଡକାମାଳ ( କଲୋନୀ ପଡା), ଶୁଣ୍ଢୀ ପଡା, ବମକ ଆଦି ଦଣ୍ଡ ପୀଠ ନିଜ ର ତେର ଦିନାମାତ୍କ ଯାତ୍ରା ଆରମ୍ଭ କରିଥିବା ଜଣାଯାଇଛି । ଏଇ ତେର ଦିନ ମ, ରାମପୁର ଅଞ୍ଚଳ ଚଳ ଚଞ୍ଚଳ ହେଇପଡ଼ିବା ସହିତ ଏକ ଧାର୍ମିକ ବାତାବରଣ ଦେଖାଦିଏ । ପ୍ରତିଦିନ ଧୂଳିଆ ଦଣ୍ଡ, ପାଣି ଦଣ୍ଡ, ଅଗ୍ନି ଦଣ୍ଡ ଓ ଦଣ୍ଡ ନାଚ ଦେଖିବାକୁ ପ୍ରବଳ ମାତ୍ରା ରେ ଭକ୍ତ ଙ୍କ ସମାଗମ ଦେଖିବାକୁ ମିଳିଥାଏ । 

ମ.ରାମପୁର ରୁ ପରମାନନ୍ଦ ବିଶି ଙ୍କ ରିପୋର୍ଟ 

Related posts

ଶ୍ରୀ ଶ୍ରୀ ଶ୍ରୀ ଜଗନ୍ନାଥ,ହନୁମାନ ଓ ଗଣେଶ ମନ୍ଦିରର ପ୍ରଥମ ବାର୍ଷିକ ପ୍ରତିଷ୍ଠା ଉତ୍ସବ ଉପଲକ୍ଷେ ଅଷ୍ଟ ପ୍ରହର ଅଖଣ୍ଡ ନାମଯଜ୍ଞ

masiha

ବାଲିଗୁଡା ରେ ମା’ ପାଟ୍ଟଖଣ୍ଡା ଠାକୁରାଣୀଙ୍କ ଯାତ୍ରାରମ୍ଭ: ନିମନ୍ତ୍ରଣ ପରେ ଫୁଲଚାଙ୍ଗୁଡ଼ି ପୂଜା ଓ ଦିଗବନ୍ଧନ ଶେଷ

masiha

ରଥାରୂଢ଼ ମହାପ୍ରଭୁଙ୍କୁ ଦର୍ଶନ କଲେ କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ବିଶେଶ୍ୱର ଟୁଡୁ ଏବଂ ଜାମ୍ମୁକାଶ୍ମୀର ପୂର୍ବତନ ଉପମୁଖ୍ୟ ମନ୍ତ୍ରୀ କଵୀନ୍ଦ୍ର ଗୁପ୍ତା

Sunil Chandra Nayak

Leave a Comment

error: Content is protected !!