ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଅପରାଧ

ଦୁଇଟି ମଟର ସାଇକେଲ ସହ ଗଞ୍ଜେଇ ଚାଲାଣ ବେଳେ ଜବତ: ଘଟଣା ସ୍ଥଳରୁ ୧୦ ଚାଲାଣ କାରୀ ଚମ୍ପଟ 

ବାଲିଗୁଡା,02/04.(ମନିସ): କନ୍ଧମାଳ ଜିଲ୍ଲା ବାଲିଗୁଡା ପୋଲିସ ପାଟ୍ରୋଲିଂ କରୁଥିବା ସମୟରେ ବାଲିଗୁଡା ଥାନା ଅନ୍ତର୍ଗତ କିଲୁଗାଁ ଗ୍ରାମରେ ଗଞ୍ଜେଇ ଚାଲାଣ ପାଇଁ ପ୍ରସ୍ତୁତ ହେଉଥିବା ବେଳେ ପୋଲିସ ଚଢଉ କରି ୭୩୫ କେଜି ଗଞ୍ଜେଇ ସହ ଦୁଇଟି ବାଇକକୁ ଜବତ କରିଥିବା ବେଳେ ପୋଲିସ କୁ ଦେଖି ଦୁଇଟି ବାଇକ କୁ ଛାଡି ୧୦ ଜଣ ଗଞ୍ଜେଇ ଚାଲାଣ କାରୀ ଘଟଣା ସ୍ଥଳରୁ ଚମ୍ପଟ ମାରିଥିବା ଜଣାପଡିଛି l ଏ ନେଇ ବାଲିଗୁଡା ପୋଲିସ କେଶ ନଂ.୮୯/୨୩ ପ୍ରକାରେ ଏକ ମାମଲା ରୁଜୁ କରି ତଦନ୍ତ ଅବ୍ୟାହତ ରହିଛି ବୋଲି ଆଇଆଇସି ବାବା ଶଙ୍କର ସରାଫ ସୂଚନା ଦେଇଛନ୍ତି ।

କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରୁ ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ

Related posts

ସ୍ବାମୀ ସ୍ତ୍ରୀଙ୍କ ନକଲି ମଦ ଫ୍ୟାକ୍ଟ୍ରି ; ୩୦ ଲକ୍ଷଟଙ୍କାର ବିଦେଶୀ ମଦ କାରଖାନା ଠାବ,ମଦ ତିଆରି ମେଶିନ ସହ ଜବତ

Sunil Chandra Nayak

ଏକ କ୍ଵିଣ୍ଟାଲ ଗଞ୍ଜେଇ ଜବତ, ୨ ଗିରଫ

ରାଇରଙ୍ଗପୁର କୋର୍ଟ! ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ହତ୍ୟା ମାମଲାରେ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ 

masiha

Leave a Comment

error: Content is protected !!