ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ସାପ କାମୁଡାରେ ଯୁବତୀ ଆହତ

ପାପଡାହାଣ୍ଡି,3/4, ମନିସ —- ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ବ୍ଲକ ନୂଆକୋଟ ପଂଚାୟତ କିଡିଙ୍ଗଗୁଡା ଠାରେ ସୋମବାର ସାପ କାମୁଡାରେ ଜଣେ ଯୁବତୀ ଆହତ ହୋଇଛନ୍ତି | ତାଙ୍କ ନାମ ଦୂଷିଲା ବଞ୍ଜାରା | ତାଙ୍କୁ ପାପଡାହାଣ୍ଡି ଗୋଷ୍ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତି କରି ଚିକିତ୍ସା ଜାରି ରହିଛି | ସୂଚନା ମୁତାବକ ଦୂଷିଲା ନିକଟସ୍ତ ପୋଖରୀ କୁ ଗାଧୋଇବା ପାଇଁ ଯାଇଥିଲେ | ଏହି ସମୟରେ ତାଙ୍କୁ ଏକ ସାପ କାମୁଡି ଦେଇଥିଲା, ଏହା ଜାଣିବା ପରେ ସେ ପରିବାର ଲୋକଙ୍କୁ ଜଣାଇଥିଲେ | ପରେ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଅଣାଯାଇଥିଲା | ବର୍ତମାନ ପ୍ରାଥମିକ ଚିକିତ୍ସା ପରେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଠିକ ଥିବା ଜଣାପଡିଛି |

ପାପଡାହାଣ୍ଡି ରୁ ସ୍ବପ୍ନ ଜୀତ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ଦାଦନ ଖଟିବାକୁ ଯାଇ ନିର୍ଯ୍ୟାତନାର ଶିକାର ହେଉଥିବା ଜୁନାଗଡ଼ ର ୪ ଜଣ ଶ୍ରମିକ ଉଦ୍ଧlର,  ବର୍ତ୍ତମାନ ଆଉ ୨୦ ଜଣ ଶ୍ରମିକ ଠିକାଦାର ଙ୍କ କବଜାରେ 

masiha

ଆଦିବାସୀ ଓ ପାରମ୍ପାରିକ ବନବାସୀ ଦଖଲରେ ଥିବା ଜଙ୍ଗଳ ଜମିରେ ବୃକ୍ଷରୋପଣ କରିବା ଯୋଜନା କୁ ବିରୋଧ କରି ଉପଜିଲ୍ଲାପାଳଙ୍କୁ ଦାବିପତ୍ର 

masiha

ପ୍ରଗତି ଉତ୍କଳ ସଂଘ ତରଫରୁ ‘ ମୋ ପ୍ରିୟ କବି ଓ କବିତା ‘ ଆସର ଅନୁଷ୍ଠିତ

Sunil Chandra Nayak

Leave a Comment

error: Content is protected !!