ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରୁପ୍ରାଠାରେ ଡମ୍ୱ ସମାଜ ପକ୍ଷରୁ ବାବା ସାହେବଙ୍କ ଜନ୍ମ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି ବୈଠକ 

ରୁପ୍ରା, ୩/୪ (ମନିସ ) : ନର୍ଲାବ୍ଲକ୍ ଅଧିନ ରୁପ୍ରା ସ୍ଥିତ ଡମ୍ୱ ସମାଜ ପକ୍ଷରୁ ଆଗାମୀ ୧୪ ତାରିଖ ଦିନ ସମ୍ବିଧାନ ପ୍ରଣେତା ଡା. ବାବା ସାହେବ ଆମ୍ବେଦକରଙ୍କ ଜନ୍ମ ଜୟନ୍ତୀ ମହାସମାରୋହରେ ପାଳନ କରିବା ପାଇଁ ଆଜି ସଂଧ୍ୟାରେ ରୁପ୍ରା ସ୍ଥିତ ଆମ୍ବେଦକର ଛକ ଠାରେ ରୁପ୍ରା ଡମ୍ୱ ସମାଜର ସଭାପତିଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ କିପରି ଶାନ୍ତି ଶୃଙ୍ଖଳା ମଧ୍ୟରେ ଏହି ଜନ୍ମ ଜୟନ୍ତୀ ପାଳନ କରାଯିବ ସେ ସମ୍ପର୍କରେ ଆଲୋଚନା କରିଥିଲେ।

ରୁପ୍ରା ରୁ ପ୍ରଦୀପ ସେନାପତି ଙ୍କ ରିପୋର୍ଟ 

Related posts

ନୂଆପଡ଼ାରେ ଅବକାରୀ ବିଭାଗର ସମୀକ୍ଷା ବୈଠକ ଅନୁଷ୍ଠିତ 

Sunil Chandra Nayak

ଦୁର୍ଗାଶଙ୍କର କର ଥିଲେ କିଙ୍ଗମେକର  କଳାହାଣ୍ଡି ଆଇନ ମହାବିଦ୍ୟାଳୟରେ ଶୋକସଭା

masiha

ଆଦିବାସୀ ମହାବିଦ୍ଯାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା 

Sunil Chandra Nayak

Leave a Comment

error: Content is protected !!