ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ହିନ୍ଦୋଳ ଏନ୍ ଏ ସି ରେ ଭୋଟ ଗ୍ରହଣ ସରିଲା: ଆସନ୍ତା ଏପ୍ରିଲ ୫ରେ ଗଣତି 

ଢେ଼ଙ୍କାନାଳ(ମ ସୀ ହା)୦୩/୦୪_ ହିନ୍ଦୋଳ ଓ ବରଗଡ଼ ଜିଲ୍ଲାର ଅତାବିରା ଏନଏସି((ବିଜ୍ଞପିତ ପରିଷଦ) ପାଇଁ ଭୋଟ୍ ଗ୍ରହଣ ସରି ଯାଇଛି l ଆଜି ସକାଳ ୮ଟାରୁ ଆରମ୍ଭ ହୋଇଥିବା ମତଦାନ ଅପରାହ୍ଣ ୫ଟା ପର୍ଯ୍ୟନ୍ତ ଚାଲିଥିଲା ଏଥିଲାଗି ବିଭିନ୍ନ ବୁଥରେ ଭୋଟରମାନଙ୍କ ମଧ୍ୟରେ ଉତ୍ସାହ ପରିଲକ୍ଷିତ ହୋଇଥିଲା। ମିଳିଥିବା ସୂଚନା ଅନୁଯାୟୀ ଶାନ୍ତି ଶୃଙ୍ଖଳା ସହ ୮୮ % ମତଦାନ ହୋଇଛି l ଯେଉଁଠି ହିନ୍ଦୋଳ ଏନଏସି ପାଇଁ ୩ ଜଣ ଦଳୀୟ ଅଧ୍ୟକ୍ଷ ପ୍ରାର୍ଥୀ ଓ ୫୦ ଜଣ କାଉନସିଲର ପ୍ରାର୍ଥୀଙ୍କ ଭାଗ୍ୟ ସିଲ୍ ହୋଇଛି l ଆସନ୍ତା ଏପ୍ରିଲ ୫ ତାରିଖରେ ଭୋଟ ଗଣତି ହେବ ବୋଲି ବିଶେଷ ସୂତ୍ରରୁ ଜଣାପଡିଛି l

ଢେ଼ଙ୍କାନାଳରୁ ନାୟକ ଅକ୍ଷୟ ରାଜହସ୍ତୀଙ୍କ ସହ ପ୍ରହ୍ଲାଦ ମୁଦୁଲିଙ୍କ ରିପୋର୍ଟ୍

Related posts

ତାଳୁକା ଲିଗାଲ ସାର୍ଭିସ କମିଟି ତରଫରୁ ଆଇନ ସଚେତନତା ସଭା ଅନୁଷ୍ଠିତ 

Sunil Chandra Nayak

ମାନ୍ୟବର ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଙ୍କ ନବରଙ୍ଗପୁର ଜିଲ୍ଲା ଗସ୍ତ:ସମୀକ୍ଷା ବୈଠକରେ ଅଧ୍ୟକ୍ଷତା ଓ ହିର୍ଲୀ ଡଙ୍ଗର ପରିଦର୍ଶନ 

Sunil Chandra Nayak

ବୋଡ଼େନ ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ 

masiha

Leave a Comment

error: Content is protected !!