ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ଶିକ୍ଷା ସଚେତନତା ରଥ ପରିକ୍ରମା 

ନବରଙ୍ଗପୁର–(ମସିହା) ଆଜି ନବରଙ୍ଗପୁର ଜିଲ୍ଲାପାଳ କାର୍ଯାଳୟ ନିକଟରେ ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ଶିକ୍ଷା ସଚେତନତା ରଥ ଜିଲ୍ଲାର ଦଶ ଗୋଟି ବ୍ଲକ୍ ପରିକ୍ରମା କରି ଶିକ୍ଷା ସଚେତନତା ର ବାର୍ତ୍ତା ପ୍ରସାର ପ୍ରଚାର କରିବ । ଏବଂ ସ୍କୁଲ ଯାଉ ନଥିବା ଛାତ୍ର, ଛାତ୍ରୀ ମାନଙ୍କୁ କିପରି ପୁନର୍ବାର ସ୍କୁଲ ଯିବେ ସେ ସମ୍ପର୍କ ରେ ସଚେତନ କରାଯିବାର ମୂଳ ଲକ୍ଷ ବୋଲି ଜିଲ୍ଲାପାଳ ଜଣାଇଛନ୍ତି ! ଏହି ଅବସରରେ ପୂର୍ବାହ୍ନଘ ୯.୩୦ ମିନିଟ ସମୟର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସର ମଧ୍ୟରୁ ଜିଲ୍ଲାପାଳ ଶ୍ରୀ କମଳ ଲୋଚନ ମିଶ୍ରଙ୍କ ଦ୍ଵାରା ସବୁଜ ପତାକା ଦେଖାଇ ଏହାର ଶୁଭାରମ୍ଭ କରାଯାଇଛି ! ଏହି ଏହି ଅବସରରେ ନବରଙ୍ଗପୁର ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ପ୍ରଦୀପ ନାଗ ! ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ନିଆଲ ପ୍ରମୁଖ ଉପସ୍ଥିତ ରହିଥିଲେ !

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିୟୁଜ୍

Related posts

ବାଲେଶ୍ବର ଫକୀର ମୋହନ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ତଦନ୍ତକାରୀ ଅଧିକାରୀ ଭାବେ ଥିବା ଅତିରିକ୍ତ ଏସ୍‌ପିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଅଉଖମା ଗ୍ରାମବାସୀଙ୍କ ଦାବୀ

Sunil Chandra Nayak

ରୁଣ୍ଡିମହୁଲ ସ୍କୁଲ ପଡ଼ାରେ ସଫେଇ କାର୍ଯ୍ୟକ୍ରମ 

masiha

ସାଲେପାଲି ଗ୍ରାମ ପଞ୍ଚାୟତରେ ବିକଶିତ ଭାରତ ଗ୍ରାମୀଣ ଗ୍ୟାରେଣ୍ଟି ରୋଜଗାର ଯୋଜନା ଓ ଅଜୀବିକା ମିଶନ କାର୍ଯ୍ୟକ୍ରମ ଅନୁଷ୍ଠିତ

Leave a Comment

error: Content is protected !!