ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଚୁଲା ଭଟା ଗାଁ ରେ ବାଘ ଆତଙ୍କ

ନୂଆପଡ଼ା ରେଞ୍ଜ ଅଧିନ ଚୁଲାଭାଟ ଗାଁରେ ବାଘ ଆତଙ୍କ। ଗୁରୁବାର ରାତିରେ ଚୁଲାଭାଟ ଗାଁର ଗୋବର୍ଦ୍ଧନ ମାଝିଙ୍କ ଗାଈକୁ ମାରି ଖାଇଲା ବାଘ।

ସୂଚନାନୁଯାୟୀ, ଗୁରୁବାର ସକାଳେ ଚୁଲାଭାଟ ଗାଁର ଗୋବର୍ଦ୍ଧନଙ୍କ ଗାଈ ଜଙ୍ଗଲକୁ ଚରିବାକୁ ଯାଇ ସନ୍ଧ୍ୟା ସୁଦ୍ଧା ଘରକୁ ଫେରିନଥିଲା। ଜଙ୍ଗଲରେ ମହୁଲ ଖାଇବା ଆଶାରେ ରହିଯାଇଥିଲା। ବାଘ ଭୟରେ ପରିବାର ଲୋକେ ଗାଈକୁ ଖୋଜିବାକୁ ଯାଇନଥିଲେ। ଆଜି ସକାଳେ ଜଙ୍ଗଲ ଭିତରେ ଗୋବର୍ଦ୍ଧନଙ୍କ ଗାଈର ମୃତଦେହ ପଡିଥିଲା। ତେବେ ପାରିପାର୍ଶ୍ଵିକ ସ୍ଥିତିରୁ ଗାଈକୁ ବାଘ ଶୀକାର କରିଥିବା ସ୍ଥାନୀୟ ଲୋକେ କହିଛନ୍ତି। ଏବେ ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଗାଈର ମୃତଦେହକୁ ଜବତ କରି ତଦନ୍ତ ଆରମ୍ଭ କରିଛି।

ସୁଜିତ କୁମାର ପ୍ରଧାନ ନୂଆପଡା

Related posts

ନନ୍ଦନକାନନରେ ସିଂହୀ ରେବା ଠାରୁ ଜନ୍ମିତ ତିନି ଶାବକଙ୍କ ହେଲା ନାମକରଣ

masiha

ବିଶାଳ ହିନ୍ଦୁ ସମ୍ମିଳନୀ ଅନୁଷ୍ଠିତ

Sunil Chandra Nayak

ସୁର ତରଙ୍ଗ’ ଦ୍ଵାରା ସ୍ଵର ସମ୍ରାଟ କିଶୋର କୁମାର ଓ ସ୍ଵର କୋକିଳା ଲତା ମଙ୍ଗେଷ୍କରଙ୍କୁ ସଙ୍ଗୀତମୟ ଶ୍ରଦ୍ଧାଞ୍ଜଳି

masiha

Leave a Comment

error: Content is protected !!