ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଗୋଲାମୁଣ୍ଡା ଠାରେ ନିଖିଳ ଓଡିଶା ଏମଡିଏମ ପାଚିକା ଓ ସହାୟିକା ସଙ୍ଘ ର ବୈଠକ

ଗୋଲାମୁଣ୍ଡା 16/04(ମସିହା )ସରକାରୀ ବିଦ୍ୟାଳୟ ମାନଙ୍କରେ ମଧ୍ୟାହ୍ନ ଭୋଜନ ଯୋଜନା ଭଳି ପାଇଲଟ ପ୍ରୋଜେକ୍ଟକୁ ସଫଳ କରିବା ପାଇଁ ପାଚିକା ସହାୟିକା ମାନେ ଦୀର୍ଘ ଦୁଇ ଦଶନ୍ଧିରୁ ଉର୍ଦ୍ଧ ସମୟ ଧରି ବିନା ଛୁଟି ରେ ବହୁ ଅସୁବିଧା ମଧ୍ୟରେ ଅକ୍ଲାନ୍ତ ପରିଶ୍ରମ କରି ମଧ୍ୟାହ୍ନ ଭୋଜନ କାମ କରିବା ସହ ସେମାନଙ୍କୁ ବିଦ୍ୟାଳୟର ଅନ୍ୟାନ୍ୟ କାମ କରିବାକୁ ବାଧ୍ୟ କରାଯାଉଛି. AITUC ସହ ରହି ଦରମା ବୃଦ୍ଧି, ବକେୟା ଦରମା ପ୍ରଦାନ, ସ୍ଥାୟୀ ନିଯୁକ୍ତି ଭଳି ବିଭିନ୍ନ ଦାବୀ ନେଇ ଆଜିକାର ବୈଠକ ରେ ଆଲୋଚନା କରାଯାଇଥିଲା. କାର୍ଯ୍ୟକ୍ରମ ରେ ରାଜ୍ୟ ଉପସଭାପତି ଅକ୍ଷୟ କୁମାର ମେହେର ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିବା ବେଳେ ଜିଲ୍ଲା ସଭାପତି ଅବନ୍ତୀ ଦଣ୍ଡସେନା, ସମ୍ପାଦିକା ପାର୍ବତୀ ଗହୀର, ଜୁନାଗଡ଼ ବ୍ଲକ ସଭାପତି ବବିତା ଖର୍ସେଲ ,କୋକସରା ବ୍ଲକ ସଭାପତି ହେମ ନାଏକ, ସମ୍ପାଦିକା ସେବତୀ ତାଣ୍ଡି ପ୍ରମୁଖ ଉପସ୍ଥିତ ଥିଲେ।

ଢଗ ନାଏକ ଙ୍କ ରିପୋର୍ଟ୍ 

Related posts

ନୂଆପଡାରେ ଅବକାରୀ ବିଭାଗର ସମୀକ୍ଷା ବୈଠକ; ଚୋରା ମଦ ଦୋକାନ ଉଚ୍ଛେଦ ପାଇଁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ 

Sunil Chandra Nayak

ମଇ ଦିବସ/ ଆନ୍ତର୍ଜାତୀୟ ଶ୍ରମିକ ଦିବସ-୨୦୨୩ ପାଳିତ

ନାଡୁଙ୍କ ପରିବାରକୁ ଆବାସ ଘର ମିଳିବ କେବେ ?

masiha

Leave a Comment

error: Content is protected !!