ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଯୁଗଯାତ୍ରୀ ସାହିତ୍ୟ ସଂସଦ ତରଫରୁ ସନ୍ଥ କବି ଭୀମ ଭୋଇଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି 

ମ.ରାମପୁର,୧୮/୪(ମସିହା): ଓଡ଼ିଶାର ଅନ୍ୟତମ ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ଯୁଗଯାତ୍ରୀ ସାହିତ୍ୟ ସଂସଦ ତରଫରୁ ଆଗାମୀ ମଇ ମାସ ପାଂଚ ତାରିଖରେ ସନ୍ଥ କବି ଭୀମଭୋଇଙ୍କ ଜୟନ୍ତୀ ମହାସମାରୋହରେ ପାଳନ କରାଯିବା ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠାନ ର ସଭାପତି ପଦ୍ମଲୋଚନ ମିଶ୍ରଙ୍କ ଅଧ୍ୟକ୍ଷତାରେ ରେ ଅନୁଷ୍ଠିତ ହୋଇଛି । ପ୍ରଥମେ ସଂପାଦକ ହେମନ୍ତ ସାହୁ ପୂର୍ବ ବୈଠକ ର ବିବରଣୀ ସହିତ ସନ୍ଥ କବିଙ୍କ ଜୟନ୍ତୀ ପାଳନର ରୂପରେଖ ଉପସ୍ଥାପନ କରିଥିଲେ । ଏହି ବୈଠକର ଅନ୍ୟମାନଙ୍କ ମଧ୍ୟରେ କୋଷାଧ୍ୟକ୍ଷ ଉଦୟ ନାଏକ,ବରିଷ୍ଠ ସଦସ୍ୟ ହୃଦାନନ୍ଦ ସାହୁ, ସଂକୀର୍ତ୍ତନ ଘିଭେଲା,ପରମାନନ୍ଦ ବିଶି, ମାନସ ରଂଜନ ପ୍ରହରାଜ,ମଧୁସୂଦନ ସିଂହ,ନିରଞ୍ଜନ ମହାରଣା ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ସକ୍ରୀୟ ଅଂଶ ଗ୍ରହଣ କରିଥିଲେ ।

ମ.ରାମପୁର ରୁ ପରମାନନ୍ଦ ବିଶି ଙ୍କ ରିପୋର୍ଟ 

Related posts

ରଥ ଯାତ୍ରା ନିମନ୍ତେ ପ୍ରସ୍ତୁତି ବୈଠକ 

masiha

ରାଇରଙ୍ଗପୁରରେ ବିକଶିତ ଭାରତ ସଂକଳ୍ପ ଯାତ୍ରା କାର୍ଯ୍ୟକ୍ରମ

masiha

ଶ୍ରୀ ଶ୍ୟାମ ପରିବାର ପକ୍ଷ ରୁ ମଙ୍ଗଳ ପାଠ ଓ ସାମୁହିକ ଏକାଦଶୀ ବ୍ରତ ଉଦଯାପନୀ 

masiha

Leave a Comment

error: Content is protected !!