ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବିଦ୍ୟୁତ ଆଘାତରେ ଲେତେର ଗ୍ରାମର ଜଣେ ମୃତ

କଳାହାଣ୍ଡି ଜିଲ୍ଲା କେଗାଁ ଥାନା ଲେତେର ଗାଁ ରେ ବିଦ୍ୟୁତ ଆଘାତ ହୋଇ ଜଣେ ମୃତ୍ୟୁ ବରଣ କରିଥିଲେ । ମୃତକ ଜଣକ ହେଲେ ଲେତେର ଗ୍ରାମର ମହେନ୍ଦ୍ର ଛତ୍ରିଆ ଙ୍କ ପୁଅ ମକର ଛତ୍ରିଆ ବୟସ 42. ସୂଚନା ଯେ ମକର ଗାଁ ନିକଟରେ ଥିବା ଟ୍ରାନ୍ସଫରମର ରେ ଫ୍ୟୂଜ ବାନ୍ଧିବା ସମୟରେ ହଠାତ ବିଦ୍ୟୁତ ଆଘାତ ଲାଗି ଗୁରୁତର ହୋଇ ଅଚେତ ହୋଇଯାଇଥିଲେ । ଏହାପରେ ପରିବାର ଲୋକେ ଏବଂ ପଡୋଶୀ ଆମ୍ବୁଲାନ୍ସ କୁ ଯୋଗାଯୋଗ କରି ସଙ୍ଗେ ସଙ୍ଗେ ଧର୍ମଗଡ ଉପଖଣ୍ଡ ମେଡିକାଲକୁ ଆଣିଥିଲେ । ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ।

ଢଗ ନାଏକ ଙ୍କ ରିପୋର୍ଟ୍ 

Related posts

ନାବାଳିକା ଗଣଦୁଷ୍କର୍ମ କାରୀଙ୍କୁ କଠୋର ଦଣ୍ଡ ବିଧାନ ଦାବିରେ ବିଶାଳ ଆଦିବାସୀ ସମାବେଶ 

ଶତାୟୁ,ପି ଏମ୍ ଶ୍ରୀ ବ୍ରଜନାଥ ବଡ଼ଜେନା ସରକାରୀ ଉଚ୍ଚ ବିଦ୍ୟାଳୟ,ଢେଙ୍କାନାଳର ବିଦ୍ୟାଳୟ ପରିଚାଳନା କମିଟି ଗଠିତ 

Sunil Chandra Nayak

କନ୍ଧମାଳ ଜିଲ୍ଲାସ୍ତରୀୟ ଧାନ କ୍ରୟ କମିଟି ବୈଠକ ଅନୁଷ୍ଠିତ

masiha

Leave a Comment

error: Content is protected !!