ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବ୍ଲକସ୍ତରୀୟ କ୍ରୁଷକ ଦିବସ ପାଳିତ, ଯୋଗଦେଲେ ବ୍ଲକ ଅଧ୍ୟକ୍ଷା

ଲାଞ୍ଜିଗଡ଼,୨୩/୦୪(ମନିସ)-ଲାଞ୍ଜିଗଡ଼ ବ୍ଲକ କ୍ରୁଷି ଓ କ୍ରୁଷକ ସଶକ୍ତିକରଣ ବିଭାଗ ତରଫରୁ ଲାଞ୍ଜିଗଡ଼ ବ୍ଲକ ଚମ୍ପାଦେଇପୁର ପଞ୍ଚାୟତ ଗୋପୀନାଥପୁରଠାରେ ପବିତ୍ର ଅକ୍ଷୟ ତ୍ରୁତୀୟା ଅବସରରେ କ୍ରୁଷକ ଦିବସ ପାଳନ କରାଯାଇଛି ! ଏଥିରେ ମୁଖ୍ୟଅତିଥି ଭାବେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ଯୋଗ ଦେଇଥିବାବେଳେ ବିଶିଷ୍ଟ ଅତିଥି ଭାବେ କଳାହାଣ୍ଡୁି ଲୋକସଭା ସାଂସଦଙ୍କ ପ୍ରତିନିଧି ଲକ୍ଷ୍ମୂୀଧର ସନ୍ତୋଷରାୟ, ସମ୍ମାନିତ ଅତିଥି ଭାବେ ଚମ୍ପାଦେଇପୁର ସରପଞ୍ଚ ନରେନ୍ଦ୍ର ମାଝୀ, ପ୍ରାଣୀ ବିଶେଷଜ୍ଞ ଜ୍ୟୋତ୍ସ୍ନାରାଣୀ ସିଂହ, ବରିଷ୍ଠ ଚାଷୀ ନୀଳାଞ୍ଚଳ ପ୍ରଧାନୀ ପ୍ରମୁଖ ଯୋଗ ଦେଇଥିଲେ ! ଲାଞ୍ଜିଗଡ଼ ବ୍ଲକ ଆତ୍ମାର ଅଧ୍ୟକ୍ଷ ବିରାଜ ପନ୍ଦରଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବ୍ଲକ କ୍ରୁଷି ଅଧିକାରୀ ଚନ୍ଦ୍ରମୋହନ ଚାନ୍ଦଙ୍କ ସମେତ କ୍ରୁଷି ବିଭାଗର ଅନ୍ୟ ଅଧିକାରୀ ଓ କର୍ମଚାରୀମାନେ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ !

ଲାଞ୍ଜିଗଡ଼ ବ୍ଲକରୁ ସୁଶୀଲ କୁମାର ବାଗଙ୍କ ରିପୋର୍ଟ

Related posts

ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ବବିଦ୍ୟାଳୟର ଅଧ୍ୟାପକଙ୍କ ସଫଳତା 

Sunil Chandra Nayak

9-Year-Old Boy Dies Due to Blood Denial at Odisha Blood Centre

masiha

ଡାକ ଉପଖଣ୍ଡ ବିଭାଗ ପକ୍ଷରୁ କେରଡ଼ାଗଡ଼ ଠାରେ ଡାକ ମେଳା ଅନୁଷ୍ଠିତ 

Sunil Chandra Nayak

Leave a Comment

error: Content is protected !!