ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଲାଞ୍ଜିଗଡ଼ ପଞ୍ଚାୟତ କାର୍ଯ୍ୟାଳୟରେ ମାସିକ ବୈଠକ ଅନୁଷ୍ଠିତ

ଲାଞ୍ଜିଗଡ଼,୨୬/୦୪(ମନିସ)-ଲାଞ୍ଜିଗଡ଼ ପଞ୍ଚାୟତ କାର୍ଯ୍ୟାଳୟରେ ଆଜି ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି ! ସରପଞ୍ଚ ସରସ୍ବତୀ ମୁଣ୍ଡାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏଇ ବୈଠକରେ ସମିତିସଭ୍ୟା ସୁମତୀ ମାଝୀ, ନାଏବ ସରପଞ୍ଚ ହରି ତାଣ୍ଡିଙ୍କ ସମେତ ପଞ୍ଚାୟତର ସମସ୍ତ ୱାର୍ଡ ସଭ୍ୟ, ସଭ୍ୟା ଉପସ୍ଥିତ ଥିଲେ ! ଏଇ ଅବସରରେ ଗ୍ରାମରୋଜଗାର ସେବକ, ଯୋଗାଣ ସହାୟକ ରାଜେନ୍ଦ୍ର ମହାକୁଡ଼ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ! ବୈଠକରେ ପଞ୍ଚାୟତ ଅଞ୍ଚଳର ବିଭିନ୍ନ ସମସ୍ୟା ସଂପର୍କରେ ଆଲୋଚନା କରାଯାଇଥିଲା !

ଲାଞ୍ଜିଗଡ଼ ରୁ ସୁଶୀଲ କୁମାର ବାଗ ଙ୍କ ରିପୋର୍ଟ 

Related posts

ବ୍ଲକ ସ୍ତରୀୟ ଆନ୍ତର୍ଜାତୀୟ ଶିଶୁ କନ୍ୟା ଦିବସ ପାଳିତ 

masiha

ଧର୍ମଗଡ଼ ବସ୍ତିପଡା ରାଧା କଷ୍ଣ ସାଂସ୍କୃତିକ ପରିଷଦର ନୂତନ ଭବନ ବିଧାୟକଙ୍କ ଦ୍ୱାରା ଉଦଘାଟିତ

Sunil Chandra Nayak

ଭୁବନେଶ୍ବରରେ ରାଜ୍ୟସ୍ତରୀୟ ଏସଡିସି ଅଧ୍ୟକ୍ଷଙ୍କ ସମ୍ମିଳନୀ : ଯୋଗଦେଲେ କଳାହାଣ୍ଡି ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ

masiha

Leave a Comment

error: Content is protected !!