ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଧର୍ମୀୟ ସଂସ୍କୃତି

ଶ୍ରୀଶ୍ରୀ ଶନିଦେବଙ୍କ ୧୩ତମ ଜନ୍ମବାର୍ଷିକୀ ଉତ୍ସବ

ଢେଙ୍କାନାଳ, ୨୭/୪: ଢେଙ୍କାନାଳ ସହର ମାଣ୍ଡବାସାହି ଟାଉନ୍‌ପ୍ଲାନିଂ ଛକ ଠାରେ ଶ୍ରୀଶ୍ରୀ ଶନିଶ୍ଚରଦେବଙ୍କ ୧୩ତମ ଜନ୍ମବାର୍ଷିକୀ ଉତ୍ସବ ଅନୁଷ୍ଠିତ ହୋଇଯାଇଅଛି । ଆଜି ଅପରାହ୍ନରେ ଶନିଶ୍ଚର ଦେବଙ୍କ ଘଟ ସ୍ଥାପନ ଉପଲକ୍ଷେ କଳସଯାତ୍ରା ଅନୁଷ୍ଠିତ ହୋଇଯାଇଅଛି । ୨୮ ତାରିଖ ଶୁକ୍ରବାର ସୂର୍ଯ୍ୟପୂଜା, ଅଗ୍ନିସ୍ଥାପନ ଓ ଗୀତାଯଜ୍ଞ ଅନୁଷ୍ଠିତ ହେବ । ୨୯ ତାରିଖ ଶନିବାର ତୋଟା ଓଷା, ମହାଯଜ୍ଞ ଓ ପୂର୍ଣ୍ଣହୁତି ଅନୁଷ୍ଠିତ ହେବା ସହିତ ସଂଧ୍ୟାରେ ପ୍ରସାଦସେବନ ଓ ଭଜନ ସଂଧ୍ୟା କାର୍ଯ୍ୟକ୍ରମ ରହିଛି । ପୂଜକ ଦିବାକର ମିଶ୍ର, ନଗେନ୍ ନନା, ଶ୍ରୀବତ୍ସ ନନା, ଯଜ୍ଞେଶ୍ଵର ମିଶ୍ର ପ୍ରମୁଖ ଉପସ୍ଥିତ ରହି ସମସ୍ତ ପୂଜାକାର୍ଯ୍ୟ ସମାପନ କରିବେ । ଶେଷଦେବ ସାହୁ ଓ ତାଙ୍କ ସହଧର୍ମିଣୀ ସୁବିସ୍ତୀ କର୍ତା ଭାବେ ଉପସ୍ଥିତ ରହିବେ । କମିଟିର ସମସ୍ତ ସଦସ୍ୟ ଏହି ପୂଜାକାର୍ଯ୍ୟକୁ ସଫଳ ରୂପାୟନ କରିବା ପାଇଁ କହିଛନ୍ତି ।

ଶୁଭମ୍ ପାଣି ଙ୍କ ରିପୋର୍ଟ 

Related posts

ଖସିଗୁଡ଼ାରେ ନାମ ଯଜ୍ଞ ପାଇଁ କଳସ ଶୋଭାଯାତ୍ରା

Sunil Chandra Nayak

ମକର ସଂକ୍ରାନ୍ତି ପର୍ବ ପାଳନ

Sunil Chandra Nayak

ଶେଷ ହେଲା ମା ଇଦଲାମା ଠାକୁରାଣୀ ଘଟ ଯାତରା

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort