ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆମ ଓଡ଼ିଶା

ଆଜି ଓଡିଶାରେ ଚାଲିଛି ବନ୍ଦେ ଭାରତ ଏକ୍ସପ୍ରେସର ଟ୍ରାଏଲ ରନ୍, ହାୱଡାରୁ ଭୁବନେଶ୍ୱର ଅଭିମୁଖେ ବାହାରିଲା ଟ୍ରେନ୍

ତିନୋଟି ରୁଟରେ ବନ୍ଦେ ଭାରତ ଏକ୍ସପ୍ରେସ ଚଳାଇବାକୁ କଲେ ଦାବି କେନ୍ଦ୍ର ରେଳ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ରାଜ୍ୟ ପରିବହନ ମନ୍ତ୍ରୀ ଟୁକୁନି ସାହୁ….

ଆଜି ବନ୍ଦେ ଭାରତ ପରୀକ୍ଷାମୂଳକ ଯାତ୍ରା ହେବ।ଏହି ଟ୍ରେନ୍ ହାୱଡ଼ା ଷ୍ଟେସନରୁ ସକାଳ ୬ଟା୧୦ ମିନିଟରୁ ବାହିରିଛି । ଦିନ ୧୧ଟା ୨୨ରେ ଭୁବନେଶ୍ୱର ରେଳ ଷ୍ଟେସନ ପହଞ୍ଚିବ । ୨ ମିନିଟର ରହଣୀ ପରେ ପୁରୀ ବାହାରିବ । ଦିନ ୧୨ଟା ୩୫ରେ ପୁରୀ ପହଞ୍ଚିବ । ବନ୍ଦେ ଭାରତ ଏକ୍ସପ୍ରେସ୍ ପୁରୀରେ କିଛି ସମୟ ରହିବା ପରେ ଅପରାହ୍ନ ୧ଟା ୫୦ରେ ହାୱଡା ଅଭିମୁଖେ ବାହାରିବ ।

ରାତି ୮ଟା ୩୦ରେ ଏହି ଟ୍ରେନ ହାୱଡା ପହଞ୍ଚିବ ବୋଲି ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ଦିଆଯାଇଛି । ଏହି ପରୀକ୍ଷାମୂଳକ ଯାତ୍ରା ସଫଳ ହେଲାପରେ ଆସନ୍ତା ମେ’ ମାସ ଦ୍ୱିତୀୟ ସପ୍ତାହରୁ ଜନସାଧାରଣଙ୍କ ପାଇଁ ସେବା ଆରମ୍ଭ ହେବ ବୋଲି ସୂଚନା ମିଳିଛି । ପରୀକ୍ଷାମୂଳକ ଭାବେ ଏହି ଟ୍ରେନ ଗଡିବାର ଉଦ୍ଦେଶ୍ୟ ହେଉଛି ଟ୍ରେନକୁ ସୁରୁଖୁରୁରେ ପରିଚାଳନାକୁ ସୁନିଶ୍ଚିତ କରିବା ଏବଂ ଟ୍ରେନ ଦ୍ୱାରା ଦିଆଯାଉଥିବା ସମସ୍ତ ସୁବିଧା ଏବଂ ଅସୁବିଧା ବାବଦରେ ଅବଗତ ହେବା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୦୧୯ ଫେବ୍ରୁଆରି ୧୫ ତାରିଖରେ ବନ୍ଦେ ଭାରତ ଏକ୍ସପ୍ରେସକୁ ଶୁଭାରମ୍ଭ କରିଥିଲେ ।

ଦେଶରେ ପ୍ରଥମ ଥର ପାଇଁ ଏହି ଟ୍ରେନ୍ ନୂଆଦିଲ୍ଲୀ ଠାରୁ ବାରଣାସୀକୁ ସେବା ଯୋଗାଇଥିଲା । ସେହିଦିନ ଠାରୁ ଏପର୍ଯନ୍ତ ଦେଶର ୭ଟି ରୁଟରେ ଏହି ଟ୍ରେନ୍ ପରିଚାଳିତ ହେଉଛି । ଆଉ ଏବେ ଭାରତୀୟ ରେଳବାଇର ଏହି ସେମି ଦ୍ରୁତଗାମୀ ଟ୍ରେନ୍ ‘ବନ୍ଦେ ଭାରତ ଏକ୍ସପ୍ରେସ୍’ ଆଗାମୀ ଦିନରେ ପୁରୀରୁ ହାୱଡା ମଧ୍ୟରେ ଚାଲିବ । ଏହି ଟ୍ରେନର ଉଦଘାଟନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କରୁଛନ୍ତି । ତେଣୁ ଆସନ୍ତାମାସରେ ମୋଦୀ ଓଡିଶା ଆସିବା ନେଇ ସମ୍ଭାବନା ରହିଛି ।

ଅପରପକ୍ଷରେ ତିନୋଟି ରୁଟରେ ବନ୍ଦେ ଭାରତ ଏକ୍ସପ୍ରେସ ଚଳାଇବାକୁ କଲେ ଦାବି କେନ୍ଦ୍ର ରେଳ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ରାଜ୍ୟ ପରିବହନ ମନ୍ତ୍ରୀ ଟୁକୁନି ସାହୁ ।

କେନ୍ଦ୍ର ରେଳମନ୍ତ୍ରୀଙ୍କୁ ଚିଠି ଲେଖିଲେ ରାଜ୍ୟ ପରିବହନ ମନ୍ତ୍ରୀ : । ରାଜ୍ୟରେ ୩ଟି ରୁଟ୍ରେ ବନ୍ଦେ ଭାରତ ଏକ୍ସପ୍ରେସ ଚଳାଚଳ ପାଇଁ ଅଶ୍ୱିନୀ ବୈଷ୍ଣବଙ୍କୁ ଚିଠି ଲେଖିଛନ୍ତି ପରିବହନ ମନ୍ତ୍ରୀ ଟୁକୁନି ସାହୁ । ପୁରୀରୁ ହାୱଡା, ପୁରୀରୁ ରାୟପୁର ଓ ଭୁବନେଶ୍ୱରରୁ ହାଇଦ୍ରାବାଦ ବନ୍ଦେ ଭାରତ ଟ୍ରେନ ଚଳାଚଳ ନେଇ ଅଶ୍ୱିନୀ ବୈଷ୍ଣବଙ୍କୁ ଚିଠି ଲେଖିଛନ୍ତି । ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ସମ୍ବଲପୁର ଦେଇ ପୁରୀରୁ ରାଉରକେଲା ଚଳାଇବା ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ନିକଟରେ ରାଜ୍ୟ ଦାବି କରିଛନ୍ତି ରାଜ୍ୟ ପରିବହନ ମନ୍ତ୍ରୀ।

ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୧୯ ଫେବୃଆରୀ ୧୫ ତାରିଖରେ ବନ୍ଦେ ଭାରତ ଏକ୍ସପ୍ରେସ୍‌କୁ ଶୁଭାରମ୍ଭ କରିଥିଲେ। 

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ଭାରତୀୟ ଜନତା ପାର୍ଟି ର ମଣ୍ଡି କୁ ଚାଲ ଅଭିଯାନ

Sunil Chandra Nayak

ମୁଖ୍ୟମନ୍ତ୍ରି ଙ୍କ ଜାପାନ ଗସ୍ତ

Sunil Chandra Nayak

ମାନ୍ଯବର ମୁଖ୍ୟମନ୍ତ୍ରୀ ଙ୍କ ଘୋଷଣା // ବିଭିନ୍ନ କ୍ଷେତ୍ରରେ କ୍ଷତିଗ୍ରସ୍ତଙ୍କ ଅନୁକମ୍ପା ରାଶି ବୃଦ୍ଧି

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort