ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଭବାନୀପାଟଣାଠାରେ ଜିଲ୍ଲାପାଳ ଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା ତା୦୧.୦୫.୨୦୨୩ //ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପ ଜିଲ୍ଲାପାଳ , ଭବାନୀପାଟଣା ଡ ବିଶ୍ୱଜିତ ଦାସ ,ଉପ ଜିଲ୍ଲାପାଳ ଧର୍ମଗଡ ଶ୍ରୀ ବେଦ ଭୂଷଣ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ ୭୮ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୬୪ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୪ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୨୬ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।

ମସିହା ନିୟୁଜ୍ ସର୍ଭିସ୍ 

Related posts

ରେଡକ୍ରସର ଯୁବ ସ୍ବାଗତ ଉତ୍ସବ ଉଦଯାପିତ

masiha

କାର ବାଇକ ମୁହାଁମୁହିଁ ହୋଇ 2 ଗୁରୁତର 

Sunil Chandra Nayak

ଇଫୁନା ଓ ଉଫୁନା ପକ୍ଷରୁ ବିଶ୍ଵ ସାକ୍ଷରତା ଦିବସ -୨୦୨୫ ପାଳିତ

Sunil Chandra Nayak

Leave a Comment

error: Content is protected !!