ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ତିରିଂ ଥାନା ! ଅଂଶୁଘାତରେ ଯୁବକ ମୃତ

ମୟୂରଭଞ୍ଜ -୧୫/୫ (ମସିହା)ମୟୂରଭଞ୍ଜ ଜିଲ୍ଲାର ସିମାନ୍ତ ତିରିଂ ଥାନା ଅନ୍ତର୍ଗତ ଗିତିଲତା ପଞ୍ଚାୟତର ଗିତୀଲତା ଗ୍ରାମର ଅଜୟ ଦେଓଗନ(୨୨) ରବିବାର ଦିନ ଅପରାହ୍ନ ୩.୩୦ ଘରେ ପହଞ୍ଚି ଅସୁସ୍ଥ ଅନୁଭବ କରିଥିଲା । ତାଙ୍କୁ ସଙ୍ଗେ ସଙ୍ଗେ ରାଇରଙ୍ଗପୁର ହସ୍ପିଟାଲକୁ ଅଣା ଯାଇଥିଲା । ରାସ୍ତାରେ ପ୍ରାଣବାୟୁ ଉଡି ଯାଇଥିଲା । ଡାକ୍ତର ମୃତ ଘୋଷଣା କରିଥିଲେ । ଏହାକୁ ନେଇ ତିରିଂ ଥାନାରେ ଏକ ଅପମୃତ୍ୟୁ ମାମଲା କେଶ ନମ୍ବର ୯/୨୩ ରୁଜୁ ହୋଇଥିଲା । ପୋଲିସ ସୋମବାର ଦିନ ଶବ ବ୍ୟବଚ୍ଛେଦ କରାଇ ପରିବାରବର୍ଗଙ୍କୁ ହସ୍ତାନ୍ତର କରିଛି । ଗାଁ ରେ ଶୋକରେ ଛାୟା ଖେଳି ଯାଇଥିବା ବେଳେ ପରିବାର ଲୋକେ ଦୁଃଖରେ ମ୍ରିୟମାଣ ହୋଇ ପଡିଛନ୍ତି ।

ମୟୂରଭଞ୍ଜ ରୁ ଅକ୍ଷୟ ବିଶ୍ବାଳ ଙ୍କ ରିପୋର୍ଟ 

Related posts

କଳାହାଣ୍ଡି ୭୫ ତମ ପ୍ରତିଷ୍ଠା ଦିବସ ପୂର୍ତ୍ତି, ଓଡିଶା ଭାସ୍କର ରଥ ର ଜୁନାଗଡ଼ ରେ ସମ୍ବର୍ଦ୍ଧିତ କାର୍ଯ୍ୟକ୍ରମ 

masiha

ବିଶିଷ୍ଟ ସାଇକେଲ୍‌ ମରାମତି କାରିଗରଙ୍କ ଏକାଦଶାହ ଶ୍ରଦ୍ଧାଞ୍ଜଳି ସଭା

masiha

ନବରଙ୍ଗପୁର ରେ ସହୀଦ ଲକ୍ଷ୍ମଣ ନାୟକ ଙ୍କ ବଳୀ ଦାନ ଦିବସ ପାଳିତ

Sunil Chandra Nayak

Leave a Comment

error: Content is protected !!