ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ, ବଡଓଲମାର ସଫଳତା ଶତପ୍ରତିଶତ ପାସ୍

ନବରଙ୍ଗପୁର, ୧୮/୫ – (ମସିହା)ଗୁରୁବାର ଚଳିତ ବର୍ଷ ମାଟ୍ରିକ ପରୀକ୍ଷା-୨୦୨୩ ର ପରୀକ୍ଷା ଫଳ ପ୍ରକାଶ ପାଇଛି | ଏହି ପରିପ୍ରେକ୍ଷୀରେ ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଅଧୀନ ବଡଓଲମା ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟର ୧୧୭ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇ ଥିବା ବେଳେ ଏ- ୨-୨୭ଜଣ,ବି~୧-୭୧ଜଣ,ବି-୨-୧୬ ଜଣ, ସି-୧ଜଣ,ଡି-୨ଜଣ, ଏଫ-୧ଜଣ ପାସ କରିଛନ୍ତି l ଏଥିରେ ବିଦ୍ୟାଳୟରେ ଉଲ୍ଲାସୀ ଭତ୍ରା(୧ମ)୫୨୦,ବାସନ୍ତି ଭତ୍ରା (୨ୟ)୫୧୦, ରଘୁନାଥ ଭତ୍ରା ଓ କମଳୁ ଭତ୍ରା(୩ୟ)୫୦୮ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଛନ୍ତି l ଉକ୍ତ ବିଦ୍ୟାଳୟର ତତ୍ କାଳୀନ ଆଦର୍ଶ ପ୍ରଧାନ ଶିକ୍ଷକ ରଞ୍ଜନ କୁମାର ବେହେରା ଙ୍କ ସହ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ମାନେ ପାସ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ଶୁଭେଚ୍ଛା ସହ ଉତ୍ତରୋତ୍ତର ଉନ୍ନତି କାମନା କରିଛନ୍ତି lଏଥିସହ ଜିଲ୍ଲା ମଙ୍ଗଳ ଅଧିକାରୀ ପାଲକା ରବୀନ୍ଦ୍ର ଦୁଇ ବିଦ୍ୟାଳୟର ଶତପ୍ରତିଶତ ସଫଳତା ପାଇଁ ସମସ୍ତ ଛାତ୍ର,ଛାତ୍ରୀ ଓ ଶିକ୍ଷକ/ ଶିକ୍ଷୟତ୍ରୀ ମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି |

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିଉଜ୍ 

Related posts

ମିଥ୍ୟା ସତ୍ୟପାଠ ଦାଖଲ ଅଭିଯୋଗ ରେ କଲୋପଳା ସରପଞ୍ଚ ଅଯୋଗ୍ୟ ଘୋଷିତ

masiha

ପ୍ରକାଶ ପାଇଲା ତୃତୀୟ ପର୍ଯ୍ଯାୟ ଫଟୋ ପ୍ରତିଯୋଗିତା ଫଳାଫଳ, ପ୍ରଥମ ସ୍ଥାନରେ ବାଲେଶ୍ଵର ଜିଲ୍ଲା

Sunil Chandra Nayak

କଳାହାଣ୍ଡି: ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷଙ୍କ ମୋହନଗିରି ଗସ୍ତ

masiha

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort