ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ତାଜା ଖବର

ବଜାରରୁ ୨ ହଜାର ଟଙ୍କିଆ ନୋଟ ପ୍ରତ୍ୟାହାର କରିବ ରିଜର୍ଭ ବ୍ୟାଙ୍କ, ମେ ୨୩ରୁ ସେପ୍ଟେମ୍ବର ୩୦ ମଧ୍ୟରେ ବ୍ୟାଙ୍କରେ ବଦଳାଇ ହେବ

 ୨ ହଜାର ନୋଟ୍ ଥିଲେ ଫେରାଅ, ସେପ୍ଟେମ୍ବର ୩୦ ପରେ ଚଳିବନି….

ରିଜର୍ଭ ବ୍ୟାଙ୍କ ପକ୍ଷରୁ ଶୁକ୍ରବାରଦିନ ଏକ ବଡ଼ ଘୋଷଣା କରାଯାଇଛି । ବଜାରରୁ ଧୀରେ ଧୀରେ ୨ ହଜାର ଟଙ୍କିଆ ନୋଟ୍ ପ୍ରତ୍ୟାହାର କରାଯିବ । ତେବେ ଏବେ ବଜାରରେ ଉପଲବ୍ଧ ୨ ହଜାର ଟଙ୍କିଆ ନୋଟ ବୈଧ ରହିବ। ଏହା ପୂର୍ବ ଭଳି କାରବାରରେ ବ୍ୟବହାର ହୋଇପାରିବ।

ରିଜର୍ଭ ବ୍ୟାଙ୍କ ପକ୍ଷରୁ କୁହାଯାଇଛି ଯେ ଲୋକମାନେ ଆସନ୍ତା ମେ ୨୩ରୁ ସେପ୍ଟେମ୍ବର ୩୦ ମଧ୍ୟରେ ବ୍ୟାଙ୍କରେ ବଦଳାଇ ପାରିବେ । ଏହି ନୋଟ ବଦଳାଇବାକୁ ବ୍ୟାଙ୍କ ଶାଖା ଓ ରିଜର୍ଭ ବ୍ୟାଙ୍କର ଆଞ୍ଚଳିକ ଶାଖା ଗୁଡ଼ିକରେ ସ୍ବତନ୍ତ୍ର କାଉଣ୍ଟର ଖୋଲାଯିବ । ଏଣୁ ଲୋକମାନେ ବ୍ୟସ୍ତ ନହୋଇ ସୁବିଧା ଅନୁସାରେ ଏହି ତାରିଖ ମଧ୍ୟରେ ୨ ବଜାର ଟଙ୍କିଆ ନୋଟ ବଦଳାଇ ୫ ଶହ କିମ୍ବା ଅନ୍ୟ ନୋଟ ନେଇପାରିବେ । ଗୋଟିଏ ଥରରେ ୨୦ ହଜାର ଟଙ୍କା ମୂଲ୍ୟର ୨ ହଜାର ଟଙ୍କିଆ ନୋଟ ବଦଳାଇ ହେବ ବୋଲି ରିଜର୍ଭ ବ୍ୟାଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାିଛି।

କେନ୍ଦ୍ର ସରକାର ନଭେମ୍ବର ୮, ୨୦୧୬ରେ ବିମୁଦ୍ରୀକରଣ ଘୋଷଣା କରି ୫୦୦ ଟଙ୍କିଆ ଓ ୧ ହଜାର ଟଙ୍କିଆ ନୋଟ ପ୍ରଚଳନ ବନ୍ଦ କରିଦେଇଥିଲେ ଓ ନୂଆ ୨ ବଜାର ଟଙ୍କିଆ ନୋଟ ଓ ୫୦୦ ଟଙ୍କିଆ ନୋଟ ପ୍ରଚଳନ କରିଥିଲେ । ସେତେବେଳର ଆବଶ୍ୟକତାକୁ ଦୃଷ୍ଟିରେ ରଖି ୨ ହଜାର ଟଙ୍କିଆ ନୋଟ ବଜାରକୁ ଛଡ଼ାଯାଇଥିଲା । କିନ୍ତୁ ଏବେ ବଜାରରେ ଅନ୍ୟ ନୋଟ ଯଥେଷ୍ଟ ପରିମାଣରେ ଥିବାରୁ ଏହାର ଆବଶ୍ୟକତା ଶେଷ ହୋଇଯାଇଛି। ଏଣୁ ଗତ ୨୦୧୮-୧୯ ଆର୍ଥିକ ବର୍ଷରୁ ହିଁ ଏହି ନୋଟର ମୁଦ୍ରଣ ବନ୍ଦ ହୋଇଯାଇଛି ବୋଲି ରିଜର୍ଭ ବ୍ୟାଙ୍କ ପ୍ରକ‌ାଶ କରିଛି।

ବିଦ୍ୟାଧର ସାହୁଙ୍କ ରିପୋର୍ଟ…..

Related posts

ଉଦଘାଟନ ହେଲା ବିଶ୍ୱର ସର୍ବବୃହତ ଗଣତାନ୍ତ୍ରିକ ରାଷ୍ଟ୍ରର ନୂତନ ସଂସଦ ଭବନ l ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ମୋବାଇଲ ରିଚାର୍ଜ ୧୦% ମହଙ୍ଗା ହେବ , ବିଶେଷଜ୍ଞ ଙ୍କ ଆକଳନ…

Sunil Chandra Nayak

ରୋଷେଇ ଘରେ ମହଙ୍ଗା ମାଡ – କେନ୍ଦ୍ର ସରକାରଙ୍କ ହୋଲି ଭେଟି

Sunil Chandra Nayak

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort