ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ତାଜା ଖବର

ଆସନ୍ତାକାଲିଠୁ ବଦଳ ହେବ ୨୦୦୦ ଟଙ୍କିଆ ନୋଟ , ବ୍ୟାଙ୍କ ପାଇଁ ଗାଇଡଲାଇନ ଜାରି କଲେ ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ

୨୦୦୦ ଟଙ୍କିଆ ନୋଟ୍‌ ପ୍ରତିବଦଳ କରିବା ଲାଗି ଯଥେଷ୍ଟ ସମୟ ଦିଆଯାଇଥିବାରୁ ଗ୍ରାହକମାନେ ଆତଙ୍କିତ ହେବାର କୌଣସି କାରଣ ନାହିଁ ବୋଲି ସେ କହିଛନ୍ତି….

ଦୁଇ ହଜାର ଟଙ୍କିଆ ନୋଟ୍ ବଦଳାଇବାକୁ ଚାରି ମାସ ଅବଧି ରହିଛି । ତେଣୁ ଏହାକୁ ନେଇ ଲୋକମାନେ ବ୍ୟତିବ୍ୟସ୍ତ ହୁଅନ୍ତୁ ନାହିଁ କିମ୍ବା ବ୍ୟାଙ୍କରେ ଗହଳି କରନ୍ତୁ ନାହିଁ । ସମୟ ଦେଖି ସେପ୍ଟେମ୍ବର ୩୦ ଭିତରେ ୨ ହଜାର ଟଙ୍କିଆ ନୋଟ୍ ବଦଳାଇ ପାରିବେ । ଆସନ୍ତାକାଲିଠୁ ବ୍ୟାଙ୍କରେ ୨ ହଜାର ଟଙ୍କିଆ ନୋଟକୁ ବଦଳାଇବା ପ୍ରକ୍ରିୟା ଆରମ୍ଭ ହେଉଛି । ଏହାପୂର୍ବରୁ ନୋଟକୁ ନେଇ ଦେଖାଦେଇଥିବା ଦ୍ୱନ୍ଦ୍ୱ ବାବଦରେ ସଫେଇ ରଖିଛନ୍ତି ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ।

ବ୍ୟାଙ୍କ ଗୁଡିକରେ ନୋଟ୍ ବଦଳାଇବାକୁ ଏଥିପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରିବାକୁ ଆରବିଆଇ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ସେପ୍ଟେମ୍ବର ୩୦ ପରେ ୨ ହଜାର ଟଙ୍କିଆ ନୋଟ୍ ବୈଧ ରହିବ ବୋଲି ମଧ୍ୟ ସେ କହିଛନ୍ତି । ନୋଟକୁ ଦେଖାଦେବାକୁ ସ୍ଥିତି ଉପରେ ଆରବିଆଇର କରେନ୍ସି ମ୍ୟାନେଜମେଂଟ ନଜର ରଖିଛି । ନୋଟ୍ ବଦଳାଇବା ବେଳେ କୌଣସି ତଥ୍ୟ ଦେବାକୁ ପଡିବ ନାହିଁ କିନ୍ତୁ ୫୦ ହଜାର ଟଙ୍କାରୁ ଅଧିକ ୨ ହଜାର ଟଙ୍କିଆ ନୋଟ୍ ବଦଳାଇଲେ ତଥ୍ୟ ଦେବାକୁ ହେବ ବୋଲି ଗଭର୍ଣ୍ଣର କହିଛନ୍ତି ।

୨୦୦୦ ଟଙ୍କିଆ ନୋଟ୍‌ ନେବାକୁ ଦୋକାନ ସବୁ ମନା କରି ପାରିବେ ନାହିଁ: ରିଜର୍ଭ ବ୍ୟାଙ୍କ୍ ମୁଖ୍ୟ ଶକ୍ତିକାନ୍ତ ଦାସ । ୨୦୦୦ ଟଙ୍କିଆ ନୋଟ୍‌ ସଚଳ ହୋଇଥିବାରୁ ବ୍ୟବସାୟ ପ୍ରତିଷ୍ଠାନ ସବୁ ଏହାକୁ ଅଗ୍ରାହ୍ୟ କରିପାରିବେ ନାହିଁ‌ ‌ବୋଲି ଆଜି ରିଜର୍ଭ ବ୍ୟାଙ୍କ୍‌ ଗଭର୍ଣ୍ଣର୍‌ ଶକ୍ତିକାନ୍ତ ଦାସ କହିଛନ୍ତି।

ସେ କହିଛନ୍ତି, ଆମେ ପ୍ରସାରଣରୁ (ବଜାରରୁ) ୨୦୦୦ ଟଙ୍କିଆ ନୋଟ୍‌ ପ୍ରତ୍ୟାହାର କରି ନେଉଥିଲେ ବି ଏହା ସଚଳ ମୁଦ୍ରା ହୋଇ ରହିବ। ରିଜର୍ଭ ବ୍ୟାଙ୍କ୍‌ର ପୂର୍ବ ନିର୍ଦେଶ ମୁତାବକ କେହି ୨୦୦୦ ଟଙ୍କିଆ ନୋଟ୍‌ ଗ୍ରହଣ କରିବାକୁ ମନା କରିପାରିବେ ନାହିଁ।

୨୦୦୦ ଟଙ୍କିଆ ନୋଟ୍‌ ପ୍ରତିବଦଳ କରିବା ଲାଗି ଯଥେଷ୍ଟ ସମୟ ଦିଆଯାଇଥିବାରୁ ଗ୍ରାହକମାନେ ଆତଙ୍କିତ ହେବାର କୌଣସି କାରଣ ନାହିଁ ବୋଲି ସେ କହିଛନ୍ତି।

୨୦୦୦ ଟଙ୍କିଆ ନୋଟ୍‌ ସଚଳ ହୋଇଥିବାରୁ ବ୍ୟବସାୟ ପ୍ରତିଷ୍ଠାନ ସବୁ ଏହାକୁ ଅଗ୍ରାହ୍ୟ କରିପାରିବେ ନାହିଁ‌ ‌ବୋଲି ଆଜି ରିଜର୍ଭ ବ୍ୟାଙ୍କ୍‌ ଗଭର୍ଣ୍ଣର୍‌ ଶକ୍ତିକାନ୍ତ ଦାସ କହିଛନ୍ତି।

୨୦୦୦ ଟଙ୍କିଆ ନୋଟ୍‌ ପ୍ରତିବଦଳ କରିବା ଲାଗି ଯଥେଷ୍ଟ ସମୟ ଦିଆଯାଇଥିବାରୁ ଗ୍ରାହକମାନେ ଆତଙ୍କିତ ହେବାର କୌଣସି କାରଣ ନାହିଁ ବୋଲି ସେ କହିଛନ୍ତି।

ସୂଚନାଯୋଗ୍ୟ, ୨୦୨୩ ସେପ୍ଟେମ୍ବର ୩୦ ତାରିଖ ସୁଦ୍ଧା ୨୦୦୦ ଟଙ୍କିଆ ନୋଟ୍‌ ସବୁ ବ୍ୟାଙ୍କରେ ପ୍ରତିବଦଳ କିମ୍ବା ଜମା କରିବା ଲାଗି ଜାରି କରିଥିବା ବିଜ୍ଞପ୍ତିରେ ରିଜର୍ଭ ବ୍ୟାଙ୍କ୍‌ ଜନସାଧାରଣଙ୍କୁ ନିବେଦନ କରିଛି।

ରିଜର୍ଭ ବ୍ୟାଙ୍କ୍‌ର ଗଭର୍ଣ୍ଣନର୍‌ ଦାସ କହିଛନ୍ତି, ପ୍ରସାରଣରୁ ପ୍ରତ୍ୟାହାର କରାଯାଇଥିବା ୨୦୦୦ ଟଙ୍କିଆ ନୋଟ୍‌ଗୁଡ଼ିକ ପ୍ରତିବଦଳ ସୁବିଧା ନିମନ୍ତେ ଆବଶ୍ୟକ ବ୍ୟବସ୍ଥା କରିବା ଲାଗି ଦେଶର ସମସ୍ତ ବ୍ୟାଙ୍କ୍‌ଗୁଡ଼ିକୁ ପରାମର୍ଶ ଦିଆଯାଇଛି। ଏହି ପ୍ରକ୍ରିୟା ଅବାଧରେ ସମ୍ପନ୍ନ କରିବା ଲାଗି ବ୍ୟାଙ୍କ୍‌ ସବୁ ପଦକ୍ଷେପ ଗ୍ରହଣ କରିବା ଆବଶ୍ୟକ।

ସେ ଆହୁରି ମଧ୍ୟ କହିଛନ୍ତି, ପ୍ରତ୍ୟାହାର ପ୍ରକ୍ରିୟା ଉପରେ ଗୁରୁତ୍ବାରୋପ କରିବା ଲାଗି ଆମେ ସେପ୍ଟେମ୍ବର ୩୦କୁ ଶେଷ ତାରିଖ ବୋଲି ଉଲ୍ଲେଖ କରିଛୁ। କାରଣ, ଆମେ ଏଥିପାଇଁ ସମୟସୀମା ଉନ୍ମୁକ୍ତ ଛାଡ଼ି ପାରିବୁ ନାହିଁ। ଆରବିଆଇ ଗଭର୍ଣ୍ଣର କହିଛନ୍ତି, ଏଥର ଲୋକଙ୍କ ପାଖରେ ୪ ମାସ ସମୟ ଅଛି। ତେଣୁ ଲୋକମାନେ ଭୟଭୀତ ହୁଅନ୍ତୁ ନାହିଁ ଓ ବ୍ୟାଙ୍କକୁ ଯାଇ ନୋଟ୍‌ ବଦଳାଇବା ପାଇଁ ଭିଡ଼ କରନ୍ତୁ ନାହିଁ। ଆପଣମାନେ ସମୟ ବାହାର କରି ଏହି ୪ ମାସ ମଧ୍ୟରେ ବ୍ୟାଙ୍କକୁ ଯାଇ ନୋଟ୍‌ ବଦଳାଇ ପାରିବେ। ‘ଯଦି ଆମେ କୌଣସି ସମୟ ଧାର୍ଯ୍ୟ କରିବୁ ନାହିଁ, ତା’ହେଲେ ଲୋକମାନେ ଏହାକୁ ଗମ୍ଭୀରତାର ସହ ନେବେ ନାହିଁ’ ବୋଲି ଆରବିଆଇ ଗଭର୍ଣ୍ଣର କହିଛନ୍ତି।

ଏହାସହ ୨ ହଜାର ଟଙ୍କିଆ ନୋଟ୍‌ ବଦଳ ପାଇଁ ଆରବିଆଇ ପକ୍ଷରୁ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। ଏନେଇ ସବୁ ବ୍ୟାଙ୍କ୍‌ ଚେୟାରମ୍ୟାନ, ଏମ୍‌ଡି ଓ ସିଇଓମାନଙ୍କୁ ଆରବିଆଇ ଚିଠି କରିଛି।କାଉଣ୍ଟରରେ ୨ ହଜାର ଟଙ୍କିଆ ନୋଟ୍‌ ବଦଳ କରିବା ଲାଗି ବ୍ୟବସ୍ଥା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏଥିପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଜାରି କରାଯାଇଛି। ପ୍ରଚଣ୍ଡ ତାତି ଦୃଷ୍ଟିରୁ ଛାଇ ବ୍ୟବସ୍ଥା ଓ ପିଇବା ପାଣି ଦେବାକୁ ପରାମର୍ଶ ଦିଆଯାଇଛି। ୨ ହଜାର ଟଙ୍କିଆ ଜମା ଓ ବଦଳର ଦୈନିକ ତଥ୍ୟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି।

ଆର୍‌ବିଆଇ ପକ୍ଷରୁ ଜାରି ଏକ ବିବୃତିରେ କୁହାଯାଇଛି ଯେ, ଯାହାଙ୍କ ପାଖରେ ୨ ହଜାର ଟଙ୍କିଆ ନୋଟ୍ ଅଛି, ତାକୁ ସେମାନେ ବ୍ୟାଙ୍କକୁ ଯାଇ ବଦଳାଇ ପାରିବେ କିମ୍ବା ନିଜ ଆକାଉଣ୍ଟରେ ଡିପୋଜିଟ ମଧ୍ୟ କରିପାରିବେ। ଏହା ମେ’ ୨୩ରୁ ଆରମ୍ଭ ହେବ। ସେପ୍ଟେମ୍ବର ୩୦ ଯାଏ ୨ ହଜାର ଟଙ୍କିଆ ନୋଟ୍‌କୁ ବଦଳା ଯାଇପାରିବ। ଏସବୁ ଭିତରେ ଆରବିଆଇ ଗଭର୍ଣ୍ଣର ଗଣମାଧ୍ୟରେ ସମ୍ମୁଖରେ ପ୍ରତିକ୍ରିୟା ରଖି ଅନେକ ପ୍ରଶ୍ନର ଜବାବ ରଖିଛନ୍ତି।୨ ହଜାର ଟଙ୍କିଆ ନୋଟ୍ ୨୦୧୬ ମସିହା ନଭେମ୍ବରରେ ଆରମ୍ଭ ହୋଇଥିଲା। ନଭେମ୍ବର ୮ରେ କେନ୍ଦ୍ର ସରକାର ୫ ଶହ ଓ ହଜାରେ ଟଙ୍କିଆ ନୋଟ୍‌କୁ ଅଚଳ କରିଦେବା ପରେ ନୋଟ୍ ଅଭାବକୁ ପୂରଣ କରିବା ପାଇଁ ଗୋଲାପୀ ରଙ୍ଗର ୨ ହଜାର ଟଙ୍କିଆ ନୋଟ୍ ଆରମ୍ଭ କରାଯାଇଥିଲା। ମାର୍କେଟରେ ପର୍ଯ୍ୟାପ୍ତ ପରିମାଣର ୫ ଶହ ଟଙ୍କିଆ ନୋଟ୍ ଆସିବା ପରେ ଓ କାରବାର ସ୍ୱାଭାବିକ ହେବା ପରେ ୨୦୧୮-୧୯ରେ ନୂଆ ୨ ହଜାର ଟଙ୍କିଆ ନୋଟ୍ ଛପା ବନ୍ଦ କରିଥିଲା ଆର୍‌ବିଆଇ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ପାଚିକା-ସହାୟିକାମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରଜ ଭେଟି,ଶାଢ଼ି ପାଇଁ ଦେଲେ ୫୦୦ ଟଙ୍କା ଭତ୍ତା

Sunil Chandra Nayak

ପୁଣି ବଦଳିବ ଗାଡ଼ିର ନମ୍ବର ପ୍ଲେଟ ? ଅକାମୀ ହୋଇପାରେ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ୍, ନୂଆ ନିୟମ ଲାଗୁ କରିବାକୁ ଯାଉଛି NHAI

Sunil Chandra Nayak

୭୧ ହଜାର ଯୁବକଙ୍କୁ ନିଯୁକ୍ତିପତ୍ର ବାଣ୍ଟିଲେ ପ୍ରଧାନମନ୍ତ୍ରୀ

Sunil Chandra Nayak

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort