ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଓକିଲ ଙ୍କ ଅକାଳ ବିୟୋଗରେ ଶୋକ ସଭା 

ନବରଙ୍ଗପୁର—(ମସିହା)ଉମରକୋଟ ର ଓକିଲ ଶ୍ରୀ ନିରଞ୍ଜନ ମଣ୍ଡଳ ଙ୍କ ଅକାଳ ବିୟୋଗ ରେ ଆଜି ନବରଙ୍ଗପୁର ଜିଲ୍ଲା କୋର୍ଟ ପରିସରରେ ଏକ ଶୋକସଭା ର ଆୟୋଜନ କରାଯାଇଛି l ଏଥିରେ ଜିଲ୍ଲା ଓକିଲ ସଙ୍ଘ ସଭାପତି ଶ୍ରୀ ଆଇନଜିବୀ ନରସିଂହ ନାଥ ତ୍ରିପାଠୀ ସମ୍ପାଦକ ଶ୍ରୀ ତପନ ସିଂ ଙ୍କ ସହ ସଙ୍ଘ ର କାର୍ଯ୍ୟକର୍ତ୍ତା ଓ ସଦସ୍ୟମାନେ ଉପସ୍ଥିତ ଥିଲେ l ଅମର ଆତ୍ମା ର ସଦଗତି କାମନା ସହ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ l

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିଉଜ୍ 

Related posts

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା , କାଦୁଆଣି – ଦୁମାତାଣ୍ଡି ରାସ୍ତା ରେ ବାଇକ୍ – ବାଇକ୍ ମୁହାଁମୁହିଁ, ଦୁଇ ମୃତ , ଜଣେ ଗୁରୁତର

ରାଉରକେଲା ମହାବିଦ୍ୟାଳୟର ‘ବାର୍ଷିକ ଉତ୍ସବ’ ଅନୁଷ୍ଠିତ

Sunil Chandra Nayak

କିକିଆ ଉଚ୍ଚ ବିଦ୍ୟାଳୟ ରେ ଭେଷଜ ରୋଗର ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ

Sunil Chandra Nayak

Leave a Comment

error: Content is protected !!