ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରଥଯାତ୍ରା ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ଡାବୁଗାଁ, ୨୩/୫ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ସଦରମହକୁମାସ୍ଥିତ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ମନ୍ଦିର କମିଟି ସ୍ଥାୟୀ ସଭାପତି ତହସିଲଦାର କୃଷ୍ଣଚନ୍ଦ୍ର ଦାଶ ଙ୍କ ସଭାପତିତ୍ଵରେ ରଥଯାତ୍ରା ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି | ଏଥିରେ ଚଳିତ ବର୍ଷ କିପରି ସୁରୁଖୁରୁରେ ରଥଯାତ୍ରା ଅନୁଷ୍ଠିତ ହେବ ସେ ନେଇ ଆଲୋଚନା ହୋଇଥିଲା | ଜୁନ ୪ ତାରିଖ ଦିନ ସ୍ନାନ ପୂର୍ଣ୍ଣିମା ରେ ଠାକୁରଙ୍କ ସ୍ନାନ ଯାତ୍ରା, ୧୯ ତାରିଖରେ ମହାପ୍ରଭୁଙ୍କ ନବଯୌବନ ଦର୍ଶନ, ୨୦ତାରିଖରେ ରଥଯାତ୍ରା, ୨୪ ତାରିଖରେ ହେରା ପଞ୍ଚମୀ ଓ ୨୮ ତାରିଖରେ ବାହୁଡା ଯାତ୍ରା ଅନୁଷ୍ଠିତ ହେବା ନେଇ ଠାକୁରଙ୍କ ନୀତିକାନ୍ତି ଓ ସମୟ ନିର୍ଘଣ୍ଟ କରାଯାଇଥିଲା | ଏହି ବୈଠକରେ କମିଟି ଉପସଭାପତି ଜି. ଭେଙ୍କେଟଶ୍ଵର ରାଓ, ସମ୍ପାଦକ ଭଗବାନ ମହାନ୍ତି, କୋଷାଧ୍ୟକ୍ଷ ଜି. ସାଇ ରାଜୁ, ଦେବରାଜ ପାତ୍ର, ସାଂସଦ ପ୍ରତିନିଧି ଏମ୍. ଆପ୍ପା ରାଓ, ଏବିଡିଓ ପଦ୍ମନାଭ ତ୍ରିପାଠୀ, ସବଇନିସ୍ପେକ୍ଟର ବିଜୁରାମ ବାଗ, ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ର କୁମାର ମିଶ୍ର, ଜିଲାପରିଷଦ ସଭ୍ୟ ଗୁପ୍ତ ବିଶୋୟୀ, ଲକ୍ଷ୍ମୀକାନ୍ତ ରଥ, ବାବି ଜେନା, ସତ୍ୟରଞ୍ଜନ ପାତ୍ର, ଭଗବାନ ଖୁଣ୍ଟିଆ, କୁନୁ ପାତ୍ର ଓ କମିଟି ସଭ୍ୟ, ଗ୍ରାମର ଭଦ୍ର ବ୍ୟକ୍ତି ମାନେ ଉପସ୍ଥିତ ଥିଲେ |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ନୂତନ କୃଷି ସମବାୟ ସମିତି ଶାଖା (ପେକ୍ସ) ଖୋଲିବା ପାଇଁ ଆଜି ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ

Sunil Chandra Nayak

Saradiya Bandhu Milan held of 42 Mouza Pratibha Bikash Pratisthan.

masiha

ଜିଲ୍ଲାସ୍ତରୀୟ ପାଣି ପଞ୍ଚାୟତ ପକ୍ଷ-୨୦୨୪ ପାଳିତ 

masiha

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort