ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଅପରାଧ

ଅଜଣା ଗାଡି ଧକ୍କାରେ ମହିଳା ମୃତ

କାମାକ୍ଷାନଗର( ମ ନି ସ) 26/5/23 //କାମାକ୍ଷାନଗର ଥାନା ଶିବୁଳାପଶି ଗ୍ରାମ ଠାରେ ୫୩ନଂ ଜାତୀୟ ରାଜପଥ ଓଭରବ୍ରିଜ ଉପରେ ଅଜଣା ଗାଡିଧକ୍କାରେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତ ମହିଳାଙ୍କ ପରିଚୟ ମିଳିପାରିନାହିଁ। ଆଜି ଭୋର ସମୟରେ ମହିଳା ଜଣଙ୍କ ଓଭରବ୍ରିଜ ଉପରଦେଇ ଚାଲିଚାଲି ଯାଉଥିବା ବେଳେ, କୌଣସି ଏକ ଅଜଣା ଗାଡି ତାଙ୍କୁ ଧକ୍କା ଦେଇ ଗାଡିଟି ଘଟଣାସ୍ଥଳରୁ ପଳାଇଯାଇଛି। ଫଳରେ ଘଟଣା ସ୍ଥଳରେ ମହିଳାଙ୍କ ମୃତ୍ୟୁ ହୋଇଛି। ଖବର ପାଇ ଘଟଣା ସ୍ଥଳରେ କାମାକ୍ଷାନଗର ପୋଲିସ ପହଞ୍ଚି ମୃତଦେହକୁ ଯବତ କରି ବ୍ୟବଛେଦ ପାଇଁ କାମାକ୍ଷାନଗର ମେଡିକାଲକୁ ପଠାଇବା ସହ ଅଧିକ ତଦନ୍ତ ଯାରି ରଖିଛି।

କାମାକ୍ଷାନଗରରୁ ପ୍ରହ୍ଲାଦ ମୁଦୁଲିଙ୍କ ରିପୋର୍ଟ

Related posts

ଦିବାଲୋକରେ ଦୃବୁତ ପୋଲିସ କୁ ଦେଲେ ଟକର : ଗମ୍ଭାରୀ ମୁଣ୍ଡା ବିଟ୍ ହାଉସରୁ ପୋଲିସ ଅଧିକାରୀଙ୍କ ବାଇକ୍ କଲେ ଚୋରି !!!

Sunil Chandra Nayak

ବିଶ୍ରା ଥାନା ଅନ୍ତର୍ଗତ ସାରୁବାହାଲର ଢ଼ାବା ମାଲିକଙ୍କୁ ଗୁଳି କରି ସଶସ୍ତ୍ର ଡକାୟତି… ପୁଲିସ ର ତ୍ଵରିତ କାର୍ଯ୍ୟନୁଷ୍ଠାନ…

masiha

୧୨୫.୩୭୫ କେଜି ଗଞ୍ଜେଇ ଜବତ: ୩ ଜଣ ବ୍ୟକ୍ତିଙ୍କୁ କୋର୍ଟ ଚାଲାଣ

Sunil Chandra Nayak

Leave a Comment

error: Content is protected !!