ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜିଲ୍ଲା ଆଇନ ସେବା ପ୍ରାଧିକରଣ ରାୟଗଡା ଦ୍ବାରା ଆଇନ୍ ସଚେତନତା କାର୍ଯ୍ୟକ୍ରମ

ଅଦ୍ୟ ତା.୨୬.୦୫.୨୦୨୩ ରିଖ ଶୁକ୍ରୁବାର ସମୟ ଘ.୦୯.୦୦ମି ସମୟ ରେ ରାୟଗଡା ସ୍ଥାନୀୟ ଜିଲ୍ଳା ମୂଖ୍ୟ ଚିକିତ୍ସାଳୟ ପରିସରରେ  ଦିବ୍ୟାଙ୍ଗ ମାନଙ୍କୁ ଚିହ୍ନଟ କରିବା ପାଇ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି I ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର ସମ୍ପାଦିକା ଶ୍ରୀମତି ନିବେଦିତା ପଣ୍ଡା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଜିଲ୍ଳା ମୂଖ୍ୟ ଚିକିତ୍ସାଳୟ ର ସି.ଡି.ଏମ୍.ଓ ଏବଂ ଅନ୍ୟ ଚିକିତ୍ସକ ମାନେ ଓ କର୍ମଚାରୀ ମାନେ ସହଯୋଗ କରିଥିଲେ I ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ର କର୍ମଚାରୀ, ପି.ଏଲ୍.ଭି ଓ ପ୍ରଣ୍ଟ ଅଫିସ ରିଟେନର ମାନେ ଏକ ସପ୍ତାହ ବ୍ୟାପି ସଚେତନତା ଅଭିଯାନ ରେ ଯାହାକି ୨୨.୦୫.୨୦୨୩ ରୁ ୨୯.୦୫.୨୦୨୩ ପର୍ଯ୍ୟନ୍ତ ଚାଲିଛି, ସେଥିରେ  ଚିକିତ୍ସାଳୟ କୁ ଆସୁଥିବା ଦିବ୍ୟାଙ୍ଗ ମାନଙ୍କର ସମସ୍ୟା, ଆବଶ୍ୟକତା ସପର୍କରେ ପଚାରି ସେମାନଙ୍କ ପାଖରେ ସରକାରୀ ସୁବିଧା ଓ ସୁଯୋଗ ଓ ଆଇନସେବା ଯୋଗାଇଦେବା ପାଇ ପରାମର୍ଶ ଦେଇଥିଲେ I ସେହି ଚିକିତ୍ସାଳୟ କୁ ଆସିଥିବା ତିନୋଟି ଦିବ୍ୟାଙ୍ଗକୁ ତିନିଚକିଆ ଗାଡି ଏବ କୁତ୍ରିମ ଅଙ୍ଗ ଲଗାଇବା ପାଇ ଜିଲ୍ଳା ସାମାଜିକ ସୁରକ୍ଷା ଅଧିକାରୀ ଙ୍କ ପାଖକୁ ଦରଖାସ୍ତ ଦିଆଗଲା I ପରିଶେଷରେ ଦିବ୍ୟାଙ୍ଗମାନେ କିପରି ଶିଘ୍ର ବିକଳାଙ୍ଗ ପ୍ରମାଣପତ୍ର ପାଇପାରିବେ ଏଥିପାଇ ନିଯୁକ୍ତ ଚିକିତ୍ସକ ମାନଙ୍କ ସହିତ ସମ୍ପାଦିକା ମହୋଦୟା ପରାମର୍ଶ କରିଥିଲେ I ସର୍ବୋପରି ଏହି କାର୍ଯ୍ୟକ୍ରମରେ ଜିଲ୍ଳା ମୁଖ୍ୟ ଚିକିତ୍ସାଳୟ ର ସି.ଡି.ଏମ୍.ଓ ଏବ ଅନ୍ୟ ଚିକିତ୍ସକ ମାନଙ୍କର ଉପସ୍ଥିତି ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସମ୍ପାଦିକା ଶ୍ରୀମତି ପଣ୍ଡାଙ୍କର ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଏହି କାର୍ଯ୍ୟକ୍ରମଟି ସଫଳତାର ସହିତ ଶେଷ ହୋଇଛି I 

ରାୟଗଡା ରୁ ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ରାଉରକେଲା କଲେଜ ‘ଓଡିଆ ବିଭାଗ’ର ଆଲୋଚନାଚକ୍ର…

Sunil Chandra Nayak

ଆରପିଏଲ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ କାର୍ଯ୍ୟକ୍ରମ 

masiha

ବ୍ଲକ କର୍ମଚାରୀଙ୍କ ପୁଣି କାର୍ଯ୍ୟ ବନ୍ଦ ଆନ୍ଦୋଳନ

Sunil Chandra Nayak

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort