ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

କାର୍ଯ୍ୟଭାର ଗ୍ରହଣ କଲେ ଗୋବର୍ଦ୍ଧନପୁରର ନବନିର୍ବାଚିତ ସରପଞ୍ଚ ବୈଦେହୀ ମାଝୀ

ଲାଞ୍ଜିଗଡ,୧୧/୦୩(ମ.ନି.ସ)-ଲାଞ୍ଜିଗଡ ବ୍ଲକ ଗୋବର୍ଦ୍ଧନପୁର ଗ୍ରାମପଞ୍ଚାୟତର ନବନିର୍ବାଚିତ ସରପଞ୍ଚ ବୈଦେହୀ ମାଝୀ ଆଜି ପଦ ଓ ଗୋପନୀୟତାର ଶପଥ ନେବା ସହିତ ବିଧିବଦ୍ଧ ଭାବେ ସରପଞ୍ଚ ଦାୟିତ୍ୱ ଗ୍ରହଣ କରିଛନ୍ତି । ଆଜି ସେ ନୂତନ ସରପଞ୍ଚ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ଗୋବର୍ଦ୍ଧନପୁର ପଞ୍ଚାୟତର ବିଭିନ୍ନ ସମସ୍ୟାର ସମାଧାନ ଦିଗରେ ପଦକ୍ଷେପ ନେବେ ବୋଲି ନିଜ ପ୍ରତିକ୍ରିୟାରେ କହିଛନ୍ତି । ସେ ଦାୟିତ୍ୱ ଗ୍ରହଣ କରିବା ପରେ ଆଜି ପଞ୍ଚାୟତ କର୍ତ୍ତୃପକ୍ଷଙ୍କ ସମେତ ବିଭିନ୍ନ ଅଞ୍ଚଳର ମାନ୍ୟଗଣ୍ୟ ବ୍ୟକ୍ତିମାନେ ତାଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ ।

 ଲାଞ୍ଜିଗଡରୁ ସୁଶୀଲ କୁମାର ବାଗଙ୍କ ରିପୋର୍ଟ୍‌

Related posts

ଲାଞ୍ଜିଗଡ଼ ବ୍ଲକ… ଦୁର୍ଗମ ଅଞ୍ଚଳରେ ମୋବାଇଲ ଯୋଗାଯୋଗ ପାଇଁ ବାଟ ଫିଟୁଛି

ତୀର୍ଯ୍ୟକ

Sunil Chandra Nayak

ଭବାନୀପାଟଣା ଠାରେ ଓଡିଶା ରାଜ୍ୟ ମହିଳା ଆୟୋଗର ଶିବିର ଅଦାଲତ ତଥା ମାନବ ଚାଲାଣ ନିରୋଧ ୟୁନିଟ ଉପରେ ସଚେତନତା କାର୍ଯ୍ୟକ୍ରମ

Sunil Chandra Nayak

Leave a Comment

error: Content is protected !!