ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଟ୍ରକକୁ ପଛପଟୁ ପିଟିଲା ବାଇକ;ଜଣେ ମୃତ ଜଣେ ଗୁରୁତର 

 ମୟୂରଭଞ୍ଜ-:୨୮/୫(ମସିହା) ଜାତୀୟ ୪୯ ନମ୍ବର ରାଜପଥ ବିଶୋଇ- ଯଶିପୁର ମରଣଯନ୍ତା ।ପ୍ରତି ସପ୍ତାହରେ ଜଣେ ନା ଜଣଙ୍କର ମୁଣ୍ଡ ଗଡୁଛି ।ସଡକ ସୁରକ୍ଷା ନିଜକୁ ରକ୍ଷା ଏଠାରେ ଯେତେ ସଚେତନତା ବାର୍ତ୍ତା ଦେଲେ ମଧ୍ୟ ସବୁକିଛି ଫୁ !ଅକାଳରେ ଚାଲି ଯାଉଛି ଧନ ଜୀବନ ।ପରିବାର ସର୍ବସ୍ବାନ୍ତ ହେଉଛନ୍ତି । ସୂଚନାଯୋଗ୍ୟ ଯେ ମୟୂରଭଞ୍ଜ ଜିଲ୍ଲାର ବିଶୋଇ ଥାନା ଅଂଚଳରେ ଶନିବାର ରାତି ପାଖାପାଖି ୯ଟା ସମୟରେ ଜାମିରଡିହା ସ୍ଥିତ ଅରବିନ୍ଦ ସ୍କୁଲ ସମ୍ମୁରେ କୌଣସି କାରଣରୁ OD 11 A 6703 ନମ୍ବର ର ଏକ ମାଲବାହୀ ସିମେଣ୍ଟ ବୋଝେଇ ଟ୍ରକ୍ ଜାତୀୟ ରାଜପଥ ରାସ୍ତା କଡରେରେ ଛିଡ଼ା ହୋଇଥିବା ସମୟରେ ପଛ ପଟୁ ଯାଉଥିବା OR 01 S 4824 ନମ୍ବର ବାଇକ୍ ରେ ଯାଉଥିବା ଦୁଇ ଆରୋହୀ ଛିଡ଼ା ହୋଇଥିବା ଟ୍ରକ୍ ପଛରେ ପିଟି ହୋଇ ଟ୍ରକ୍ ତଳେ ପଡ଼ି ଯାଇଥିଲେ। ଧକ୍କା ଏତେ ଜୋରରେ ଥିଲା ଯେ ଘଟଣାସ୍ଥଳରେ ସୁନା ଯୋଡିଆ ଗ୍ରାମର ମନୋଜ ମୁର୍ମୁଙ୍କ(୪୨) ଙ୍କ ର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ସେହି ଗ୍ରାମର ଚରଣ ମୁର୍ମୁ ଙ୍କୁ ବାରିପଦା ପଣ୍ଡିତ ରଘୁନାଥ ମୁର୍ମୁ ସରକାରୀ ମେଡିକାଲ କଲେଜକୁ ସ୍ଥାନାନ୍ତରିତ କରାଯାଇଛି । ପରେ ବିଶୋଇ ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଟ୍ରକ୍ ଓ ବାଇକକୁ ଜବତ୍ କରିବା ସହିତ ଘଟଣାର ତଦନ୍ତ ଜାରି ରଖିଛି ।ବିଶୋଇ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ମୃତକଙ୍କୁ ଶବ ମାଇନା କରାଇ ପରିବାର ବର୍ଗଙ୍କୁ ହସ୍ତାନ୍ତରିତ କରିଛି ।

ମୟୂରଭଞ୍ଜ ରୁ ଅକ୍ଷୟ ବିଶ୍ବାଳ ଙ୍କ ରିପୋର୍ଟ 

Related posts

ଉତ୍କେଲା ରେ ସମବାୟ ବ୍ୟାଙ୍କି ସେବା ଓ ରୁଣ କର୍ମଶାଳା

Sunil Chandra Nayak

ବିଶ୍ବ ପରିବେଶ ସୁରକ୍ଷା ଦିବସ ଅବସରରେ ନିଶିଗନ୍ଧା ଭାଷା ପ୍ରତଷ୍ଠାନ “ପ୍ରକୃତି ମିତ୍ର” ଭାବରେ ପୁରସ୍କୃତ

ରାଜ୍ୟ ତଥା ଜିଲା ସଂଘଠନ କୁ ନିର୍ବାଚିତ ସଦସ୍ୟ ଙ୍କୁ ସମ୍ବର୍ଦ୍ଧନା

Sunil Chandra Nayak

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort