ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କୋକସରା ପଞ୍ଚାୟତ ସମିତିରେ ସମିତି ବୈଠକରେ ଉନ୍ନୟନ କାର୍ଯ୍ୟର ସମୀକ୍ଷା ଓ ଆଲୋଚନା

କୋକସରା,୩/୬- କଳାହାଣ୍ଡି ଜିଲ୍ଲା କୋକସରା ପଞ୍ଚାୟତ ସମିତି ଅଧୀନରେ ଥିବା ୨୨ ପଞ୍ଚାୟତର ନିର୍ବାଚିତ ଜନପ୍ରତିନିଧି, ବ୍ଲକ ପ୍ରଶାସନ ଓ ବ୍ଲକର ବିଭିନ୍ନ ବିଭାଗର ଅଧିକାରୀଙ୍କ ଉପସ୍ଥିତିରେ ଶୁକ୍ରବାର ବ୍ଲକ ସଭାଗୃହରେ ପଞ୍ଚାୟତ ସମିତିର ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷା ରିତା ଅଗ୍ରୱାଲଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ ଧର୍ମଗଡ ବିଧାୟକ ମୋୖଷଧି ବାଗ, ବିଡ଼ିଓ ଉତ୍ତମ କୁମାର ବାଗ, ଉପାଧ୍ୟକ୍ଷ ରାଜୀବ କୁମାର ଅଗ୍ରୱାଲ, ଆମପାଣି ଯୋନ ଜିଲ୍ଲା ପରିଷଦ ସଭ୍ୟ ହେମନ୍ତ ମାଝୀ, କୋକସରା ଯୋନ ଜିଲ୍ଲା ପରିଷଦ ସଭ୍ୟ ତ୍ରିନାଥ ବାଗ, ମୋଟେର ଯୋନ ଜିଲ୍ଲା ପରିଷଦ ସଭ୍ୟା ବୈଜୟନ୍ତି ପୁଝାରି, ସାଂସଦ ପ୍ରତିନିଧି ସୁଧୀର ପାତ୍ର, ୨୨ ଗୋଟି ପଞ୍ଚାୟତର ନିର୍ବାଚିତ ସମିତି ମେମ୍ବର, ସରପଞ୍ଚ ମାନେ ଯୋଗଦେଇ ବ୍ଲକର ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା ସହ ବ୍ଲକର ବିଭିନ୍ନ ପଞ୍ଚାୟତରେ ରହିଥିବା ଶିକ୍ଷା, ସ୍ୱାସ୍ଥ୍ୟ, ପାନୀୟ ଜଳ, କୃଷି, ପିଡିଏସ, ଶିଶୁ ବିକାଶ ପ୍ରକଳ୍ପ, ଗମନାଗମନ, ଆଵାସ ଘର, ମନରେଗା ଯୋଜନା ଉପରେ ବିଭାଗୀୟ ଅଧିକାରୀଙ୍କ ଠାରୁ ତଥ୍ୟ ମାଗିବା ସହ କେମିତି ଆଗକୁ ଜନସାଧାରଣଙ୍କ ମୌଳିକ ସମସ୍ୟା ସମାଧାନ ହେବ ସେନେଇ ଆଲୋଚନା କରିଥିଲେ। ଲଡୁଗାଁ ସରପଞ୍ଚ ନକୁଳ ନାଏକ ନେତୃତ୍ବ ନେଇ ପଞ୍ଚାୟତରେ ରହିଥିବା ବିଭିନ୍ନ ସମସ୍ୟା ଉପରେ ଦୃଷ୍ଟି ଆକର୍ଷଣ କରିଥିଲେ। ସମିତି ସଦସ୍ୟଙ୍କ ପକ୍ଷରୁ ଘନଶ୍ୟାମ ନାଏକ, ଗଜାନନ ନିଆଲ ପ୍ରମୁଖ ସମିତି ବୈଠକକୁ ନେଇ ଅସନ୍ତୋଷ ବ୍ୟକ୍ତ କରିବା ସହ ପ୍ରତି ୨/୩ ମାସରେ ସମିତି ବୈଠକ ରଖିବାକୁ ମତ ଦେଇଥିଲେ। ଏହା ଉପରେ ବ୍ଲକ ଉପାଧ୍ୟକ୍ଷ ରାଜୀବ ଅଗ୍ରୱାଲ ମତ ରଖି ବିଡ଼ିଓଙ୍କ ଅନୁପସ୍ଥିତ ଓ ଅନ୍ୟାନ୍ୟ କାରଣରୁ ବୈଠକ ଡେରି ହୋଇଥିବା ନେଇ ନିଜ ପକ୍ଷ ରଖିବା ସହ ଉପସ୍ଥିତ ଜନ ପ୍ରତିନିଧିଙ୍କୁ ସମନ୍ୱୟ ରକ୍ଷା କରିବା ସହ ଉନ୍ନୟନ କାର୍ଯ୍ୟରେ ସହଯୋଗ କରିବା ପାଇଁ ଉପସ୍ଥିତ ପ୍ରତିନିଧିଙ୍କୁ ଅନୁରୋଧ କରିଥିଲେ। ପରେ ସ୍ୱାସ୍ଥ୍ୟ, ଶିକ୍ଷା, କୃଷି, ଉଦ୍ୟାନ କୃଷି, ଶିଶୁ ବିକାଶ ପ୍ରକଳ୍ପ, ପାନୀୟ ଜଳର ବିଭାଗୀୟ ଅଧିକାରୀ ମାନେ ଜନ ପ୍ରତିନିଧିଙ୍କ ନିକଟରେ ବିଭାଗର ଯୋଜନା ଓ ସମସ୍ୟା ଉପରେ ମତ ରଖିଥିଲେ। ତେବେ ବୈଠକରେ କ୍ଷୁଦ୍ର ଜଳସେଚନ ବିଭାଗର କୌଣସି ଅଧିକାରୀ ଉପସ୍ଥିତ ନଥବା କାରଣରୁ ପ୍ରତିନିଧିମାନେ ଅସନ୍ତୋଷ ବ୍ୟକ୍ତ କରିଥିଲେ। ସମିତି ବୈଠକରେ ଜିପିଓ ନାରାୟଣ ଭୋଇ, ସହକାରୀ ଯନ୍ତ୍ରୀ ସର୍ବେଶ୍ୱର ପ୍ରଧାନ, ବିଏସଏସଓ ଦୀପକ କୁମାର ବେହେରା, ଯୋଗାଣ ଅଧିକାରୀ ଜଗାରାମ ମୁର୍ମୁ, କନିଷ୍ଠ ଯନ୍ତ୍ରୀ ପ୍ରମୁଖ ଓ ବ୍ଲକ କର୍ମଚାରୀ ମାନେ ଉପସ୍ଥିତ ରହି ସହଯୋଗ କରିଥିଲେ।

ମସିହା ନିଉଜ ସର୍ଭିସ୍ 

Related posts

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର ୩୧ତମ ବାର୍ଷିକ ଉତ୍ସବ ମହା ସମାରୋହରେ ପାଳିତ 

masiha

ଲୋକସଂସ୍କୃତିବିତ୍ ଡକ୍ଟର ଆଦିକନ୍ଦ ମହାନ୍ତଙ୍କ ଆତ୍ମଜୀବନୀ ‘ଶିକ୍ଷକ’ ଉନ୍ମୋଚିତ

masiha

ବ୍ଯାସକବି ଫକୀରମୋହନଙ୍କ ଜୟନ୍ତୀ ପାଳନ କଲା ପୁରାତନ ଛାତ୍ର ପରିଷଦ

Sunil Chandra Nayak

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort