ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ସ୍ଵାସ୍ଥ୍ୟ

ଟେମରା ଠାରେ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ଉଦଘାଟିତ

କୋକସରା,୧୭/୬- କଳାହାଣ୍ଡି ଜିଲ୍ଲା କୋକସରା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ଅଧୀନରେ ଥିବା ଟେମରା ପଞ୍ଚାୟତ ଟେମରା ଠାରେ ଶୁକ୍ରବାର ଅସ୍ଥାୟୀ ସ୍ୱାସ୍ଥ୍ୟ ଚିକିତ୍ସା କେନ୍ଦ୍ର ଉଦଘାଟିତ ହୋଇଯାଇଛି। ଏହି ଅବସରରେ ଟେମରା ସରପଞ୍ଚ କ୍ଷିତିରାମ ପାତ୍ର, ହେମନ୍ତ ବାଣୁଆ, ପର୍ଶୁରାମ ଦାସ, ବୃନ୍ଦାବନ ସତନାମୀ, କ୍ଷୀରସିନ୍ଧୁ ହଂସ, ଦେବରାଜ ସୁନାନୀ, କମଣ୍ଡଳ ପଟେଲ, ଦୁର୍ଯ୍ୟନ ପୋଢ଼ ଗ୍ରାମବାସୀ ଉପସ୍ଥିତ ରହିଥିବା ବେଳେ ସ୍ୱାସ୍ଥ୍ୟ କେନ୍ଦ୍ରର ସିଏଚଓ ସୁହାସିନି ନାୟକ ଉପସ୍ଥିତ ରହି ସରପଞ୍ଚ ଓ ଗ୍ରାମବାସୀଙ୍କ ସହଯୋଗ କାମନା କରିଥିଲେ।

ମସିହା ନିୟୂଜ୍ ସର୍ଭିସ୍ 

Related posts

ବଢ଼ିଲାଣି ସଂକ୍ରମଣ: ଆଜି ସବୁ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ମୋଦି.

Sunil Chandra Nayak

ମାଁ ସୁରାଦେଇ ସେବାସଂଘ ତରଫରୁ ରକ୍ତଦାନ ଶିବିର ଆୟାଜନ, ୬୧ ୟୁନିଟ ରକ୍ତ ସଂଗ୍ରହ

ସତ୍ୟ ସାଇ ସେବା ସଂଗଠନ ତରଫରୁ ଅମୃତ ବିନ୍ଦୁ କାର୍ଯ୍ୟକ୍ରମ

Leave a Comment

error: Content is protected !!