ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ସେମଳାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର କାର୍ଯ୍ୟାଦେଶ ବଣ୍ଟନ

ପାପଡାହାଣ୍ଡି,22/6, ମନିସ — ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ବ୍ଲକ ସେମଳା ପଂଚାୟତ କାର୍ଯ୍ୟାଳୟ ସାମ୍ନାରେ ଗୁରୁବାର ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରାଯାଇଛି | ଆୟୋଜିତ କାର୍ଯ୍ୟକ୍ରମରେ ଡାବୁଗାଁ ବିଧାୟକ ମନୋହର ରନ୍ଧାରି, ପାପଡାହାଣ୍ଡି ବ୍ଲକ ଉପାଧକ୍ଷ ସୁଶାନ୍ତ କୁମାର ବେହେରା, ଏସଡିସି ଉପାଧକ୍ଷ ଭାନୁମତି ପୁଜାରି, ଅଧକ୍ଷା ପ୍ରତିନିଧି ପରେଶ ଜେନା, ସରୋଜ ଜାଲ ପ୍ରମୁଖ ଉପସ୍ଥିତ ଥିଲେ | ଏହି ଅବସରରେ ବ୍ଲକର ସାନବାର୍ଲି, ମାଝୀଗୁଡା, ସେମଳା, ଚନ୍ଦ୍ରପୁର ଓ ତୁମ୍ବର୍ଲା ପଂଚାୟତର 50 ଜଣଙ୍କୁ କାର୍ଯ୍ୟାଦେଶ ପ୍ରଦାନ କରାଯାଇଥିଲା | ଅଗାମି ଦିନରେ ଜୋନ ସ୍ତରୀୟ କାର୍ଯ୍ୟାଦେଶ ବଣ୍ଟନ କରାଯିବ | ଏତଦ ବ୍ୟାତୀତ ମୋ ଘର ନେଇ ଲୋକଙ୍କୁ ସଚେତନତା କରିବା ସହ ଲିଫଲେଟ ବଣ୍ଟନ କରାଯାଇଥିଲା | କାର୍ଯ୍ୟକ୍ରମରେ 5ଗୋଟି ପଂଚାୟତର ଲୋକ ପ୍ରତିନିଧି ମାନେ ଉପସ୍ଥିତ ଥିଲେ |

ପାପଡାହାଣ୍ଡି ରୁ ସ୍ବପ୍ନ ଜୀତ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ରାଇରଙ୍ଗପୁର ଠାରେ ସ୍ୱତନ୍ତ୍ର ସଡ଼କ ସୁରକ୍ଷା ଅଭିଯାନ

Sunil Chandra Nayak

ବରିଷ୍ଠ ସାମ୍ବାଦିକ ସତ୍ୟାନନ୍ଦ ବେହେରା ଙ୍କ ମାତୃ ବିୟୋଗ ଏକ….

masiha

ସ୍ୱଦେଶୀ ଜାଗରଣ ମଞ୍ଚ ଗୋଲାମୁଣ୍ଡା ବ୍ଲକ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ 

Sunil Chandra Nayak

Leave a Comment

error: Content is protected !!