ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆମ ଓଡ଼ିଶାତାଜା ଖବର

ଆଜିଠୁ ଚେକିଂ ହେବ ହାଇ ସିକ୍ୟୁରିଟି ନମ୍ବର , HSRP ନଥିଲେ ଗଣିବେ ୫ରୁ ୧୦ ହଜାର ଫାଇନ୍‌

ଏମ୍ ଭି ଆକ୍ଟ, ୧୯୮୮, ଧାରା ୧୯୨ ଅଧୀନରେ ଯଦି ଗାଡିଟିରେ HSRP ନଥିବ, ତେବେ ସେହି ଗାଡି ବିରୋଧରେ ଇ-ଚାଲାଣ କଟାଯିବ । ତହା ସହ ପାଞ୍ଚ କିମ୍ବା ଦଶ ହଜାର ଟଙ୍କା ଜୋରିମାନା ଆଦାୟ କରାଯିବ ।

ନୂଆ ନମ୍ବରପ୍ଲେଟ୍‌ ନଲଗାଇଥିଲେ ଅଜିଠାରୁ କଡ଼ା କାର୍ଯ୍ୟାନୁଷ୍ଠାନ । ୦୭.୦୬.୨୩ ସୁଦ୍ଧା ମୋଟ ୪୦,୯୩,୬୦୮ ଗାଡି ମାଲିକ ସ୍ଲଟ୍ ବୁକ୍ କରିଛନ୍ତି, ସେଥିମଧ୍ୟରୁ ୩୫,୮୭,୫୭୭ ଗାଡିରେ HSRP ଲଗାଯାଇଛି । ଦଣ୍ଡବିଧାନରୁ ରକ୍ଷା ପାଇବା ପାଇଁ ଯାନବାହାନ ମାଲିକମାନଙ୍କୁ ଶୀଘ୍ର HSRP ଲଗାଇବାକୁ ପରାମର୍ଶ ଦିଆଯାଇଛି । ଏନେଇ ପୂର୍ବରୁ ଅତିରିକ୍ତ ଟ୍ରାନ୍ସପୋର୍ଟ କମିଶନର୍ ଏବଂ ଏନଫୋର୍ସମେଣ୍ଟ ଲାଲମୋହନ ସେଠୀ (ସଡକ ସୁରକ୍ଷା) ସୂଚନା ଦେଇଥିଲେ ।

ଏମ୍ ଭି ଆକ୍ଟ, ୧୯୮୮, ଧାରା ୧୯୨ ଅଧୀନରେ ଯଦି ଗାଡିଟିରେ HSRP ନଥିବ, ତେବେ ସେହି ଗାଡି ବିରୋଧରେ ଇ-ଚାଲାଣ କଟାଯିବ । ତହାସହ ୫୦୦୦/ – କିମ୍ବା ୧୦, ୦୦୦/ – ହଜାର ଟଙ୍କା ଜୋରିମାନା ଆଦାୟ କରାଯିବ । CMVR, ୧୯୮୯ର ନିୟମ ୫୦ ଅନୁଯାୟୀ, ସମସ୍ତ ଯାନକୁ HSRP ସହିତ ସଂଲଗ୍ନ କରିବା ବାଧ୍ୟତାମୂଳକ ବୋଲି ପୂର୍ବରୁ କୁହାଯାଇଛି ।

ଓଡିଶା ରେଜିଷ୍ଟ୍ରେସନ୍ ମାର୍କ ଥିବା ୦୧.୦୪.୧୯ ପୂର୍ବରୁ ପଞ୍ଜୀକୃତ ହୋଇଥିବା ପୁରୁଣା ଯାନରେ ହାଇ ସିକ୍ୟୁରିଟି ରେଜିଷ୍ଟ୍ରେସନ୍ ପ୍ଲେଟ୍ (HSRP) ଲଗେଇବାର ଅବଧି ୨୮.୦୨.୨୩ ତାରିଖରେ ଶେଷ ହୋଇଥିଲା । ଏହା ଦେଖାଯାଉଛି ଯେ କିଛି ଗାଡି HSRP ରେଜିଷ୍ଟ୍ରେସନ୍ ପ୍ଲେଟ୍ ନଲଗାଇ ରାସ୍ତାରେ ଗାଡି ଚଳାଉଛନ୍ତି । ରାଜ୍ୟ ପରିବହନ ପ୍ରାଧିକରଣ, ଓଡିଶା ୨୩ଜୁନ୍ ୨୦୨୩ରୁ HSRP ବିନା ଚାଲୁଥିବା ଯାନଗୁଡିକୁ ଚିହ୍ନଟ କରିବା ଏବଂ ଦଣ୍ଡବିଧାନ ପାଇଁ ଏକ ସ୍ୱତନ୍ତ୍ର ଡ୍ରାଇଭ୍‌ର ଯୋଜନା କରିଥିଲେ । ଯାହା ହେଉଛି ଆଜିର ତାରିଖ, ତେଣୁ ଏହି ନିୟମ ଲାଗୁ ହେବାକୁ ଯାଉଛି।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ପରିବେଶକୁ ବେଖାତିର, ଡ୍ରେନ୍ ରେ ଭର୍ତ୍ତି ଅସନା ପାଣି ଓ ପେଜ ତୋରାଣୀ ଯୋଗୁଁ ମଶାମାଛି ର ପ୍ରାଦୁର୍ଭାବ ! 

Sunil Chandra Nayak

ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ସୁଆଣ୍ଡୋ ଗସ୍ତ

Sunil Chandra Nayak

୫-ଟି ସ୍କୁଲର ରକ୍ଷାଣବେକ୍ଷଣ କରିବେ ମିଶନ ଶକ୍ତି ମହିଳା

Sunil Chandra Nayak

Leave a Comment

error: Content is protected !!
çukurova escort dalaman escort datça escort didim escort düzce escort edirne escort edremit escort fethiye escort gelibolu escort gemlik escort escort
boyabat escort inegöl escort kovancılar escort bolvadin escort meram escort çukurova escort nazilli escort aliağa escort karatay escort serdivan escort bozüyük escort muratpaşa escort ürgüp escort karacabey escort iskilip escort kelkit escort didim escort datça escort yüreğir escort escort osmaneli escort ayvalık escort escort odunpazarı escort zile escort amasra escort söke escort edremit escort sorgun escort hendek escort ilkadım escort kaman escort bayraklı escort lara escort banaz escort bandırma escort kepez escort osmancık escort sultanahmet escort akyazı escort kozan escort izmit escort gelibolu escort dudullu escort köyceğiz escort kemer escort çaycuma escort tepebaşı escort