ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଅପରାଧ

ସୁଡ୍ରା ଅଞ୍ଚଳରେ ମାଓବାଦୀ ପୋଷ୍ଟର: ପୋଲିସର ଦମନ ଓ ମିଥ୍ୟା ଏନକାଉଣ୍ଟର ବିରୋଧରେ ରବିବାର ୪ ଜିଲାକୁ ୧୨ଘଣ୍ଟିଆ ବନ୍ଦ ଡାକରା

କନ୍ଧମାଳ,24/06/23(ମନିସ): ପୁଣି ଥରେ କନ୍ଧମାଳ ଜିଲାରେ ଲାଗିଛି ମାଓ ପୋଷ୍ଟର। ବାଲିଗୁଡା ଥାନା ସୁଡ୍ରା ନିକଟ କାମ୍ବରିକିଆ ଛକଠାରେ କେକେବିଏନ ଡିଭିଜିନାଲ କମିଟି ସିପିଆଇ ମାଓବାଦୀ ତରଫରୁ ପୋଷ୍ଟର ଲାଗିଥିବା ଦେଖିବାକୁ ମିଳିଛି। ପୋଲିସର ଦମନ ଓ ମିଥ୍ୟା ଏନକାଉଣ୍ଟର ବିରୋଧରେ ରବିବାର କନ୍ଧମାଳ, କଳାହାଣ୍ଡି, ବୌଦ୍ଧ ଓ ନୟାଗଡ଼ ଜିଲାକୁ ୧୨ ଘଣ୍ଟିଆ ବନ୍ଦ ଡାକରା ନେଇ ମାଓବାଦୀ ପୋଷ୍ଟରରେ ଉଲ୍ଲେଖ କରାଯାଇଛି। ତେବେ ଅଞ୍ଚଳରେ ମାଓବାଦୀଙ୍କ ଏଭଳି ପୋଷ୍ଟର ଦେଖିବା ପରେ ସ୍ଥାନୀୟ ଲୋକେ ଭୟଭୀତ ହୋଇଯାଇଥିବା ଜଣାପଡିଛି।

କନ୍ଧମାଳ ଜିଲ୍ଲାରୁ ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ 

Related posts

ପୋଖରୀକୁ ଖୋଳି ଲକ୍ଷ ଲକ୍ଷ ଟଙ୍କାର ମାଟି ବୋହି ନେଲେ ମାଫିଆ: ପ୍ରଶାସନ ନିଦାବିଷ୍ଣୁ 

Sunil Chandra Nayak

ଅବକାରୀ ବିଭାଗର ଚଢ଼ାଉ,୨ ଜଣ ଗିରଫ 

masiha

ସୀମାନ୍ତରେ ଆଦିବାସୀଙ୍କୁ ପ୍ରତାରଣା : ୨୫ ବର୍ଷ ଧରି ହଜାର ହଜାର ଏକର ଜମି ଆନ୍ଧ୍ର ଡାକ୍ତରଙ୍କ ହାତରେ ,  ଏକରକୁ ବାର୍ଷିକ ମିଳୁଛି ମାତ୍ର ୪ହଜାର ରୁ ୬ହଜାର ଟଙ୍କା

Sunil Chandra Nayak

Leave a Comment

error: Content is protected !!